Tag Archives: jagdeep dhankhar

ଇସ୍ତଫା ଦେବା ପୂର୍ବରୁ ମୌସୁମୀ ଅଧିବେଶନରେ ସାଂସଦମାନଙ୍କୁ ଏହି ନିବେଦନ କରିଥିଲେ ଧନଖର

ନୂଆଦିଲ୍ଲୀ,୨୧।୭:ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖର। ତେବେ ସୋମବାରଠାରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶ…

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ସଂସଦ ସର୍ବୋଚ୍ଚ ଏବଂ ସମ୍ବିଧାନ କିପରି ହେବ ତାହା ନିଷ୍ପତ୍ତି ନେବାର ଚୂଡ଼ାନ୍ତ…

“ପରମାଣୁ କ୍ଷେପଣାସ୍ତ୍ର”, ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ସୁପ୍ରିମକୋର୍ଟ ଉପରେ ଜୋରଦାର ଆକ୍ରମଣ

ନୂଆଦିଲ୍ଲୀ,୧୭।୪: ଭାରତର ଉପରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖର ସୁପ୍ରିମକୋର୍ଟଙ୍କ ଏକ ନିର୍ଦ୍ଦେଶକୁ ନେଇ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି। ସେ ସୁପ୍ରିମକୋର୍ଟଙ୍କ ଅନୁଚ୍ଛେଦ ୧୪୨ ଅଧୀନରେ ନିଆଯାଇଥିବା କ୍ଷମତାକୁ “ପରମାଣୁ କ୍ଷେପଣାସ୍ତ୍ର” ସହ ତୁଳନା କରି କହିଛନ୍ତି ଯେ…

ଉପରାଷ୍ଟ୍ରପତି ଏମ୍ସରେ ଭର୍ତ୍ତି, ଡାକ୍ତର କହିଲେ…

ନୂଆଦିଲ୍ଲୀ,୯ା୩: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯାଇଛି। ସୂତ୍ର ଅନୁସାରେ, ଶନିବାର ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ରାତିରେ ଶୋଇବା ସମୟରେ ସେ ଅସ୍ଥିରତା ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କୁହାଯାଉଛି। ହସ୍ପିଟାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri