ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର ଦାମରେ ମଧ୍ୟ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯେଉଁ ଗୁଡ଼ ପୂର୍ବରୁ କିଲୋ…