ସପ୍ତମ ରାଉଣ୍ଡ୍ ସୁଦ୍ଧା ଚିତପଟାଙ୍ଗ ବିରୋଧୀ, ଜୟ ଢୋଲକିଆ ୨୫ ହଜାରରୁ ଅଧିକ ଭୋଟ୍ରେ ଆଗୁଆ ନୂଆପଡା,୧୪ା୧୧: ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଥିବା ବେଳେ ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ଏକ ବଡ଼ ବିଜୟ ଅଭିମୁଖେ ଅଗ୍ରସର ହେଉଛନ୍ତି। ପ୍ରାରମ୍ଭିକ ରାଉଣ୍ଡ୍ରୁ ସେ ଯେଉଁ ବ୍ୟବଧାନରେ ଆଗେଇଥିଲେ, ତାହା କ୍ରମାଗତ ଭାବେ ବଢ଼ିବାରେ...