‘ଜେଲର୍ ୨’ରେ ବିଦ୍ୟା ବାଲନ ମୁମ୍ବାଇ: ସୁପରଷ୍ଟାର୍ ରଜନୀକାନ୍ତଙ୍କ ବକ୍ବଷ୍ଟର୍ ଫିଲ୍ମ ‘ଜେଲର୍’ର ସିକ୍ୱେଲ ‘ଜେଲର୍ ୨’କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏହି ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟରେ ବଲିଉଡ ଅଭିନେତ୍ରୀ ବିଦ୍ୟା ବଲାନ ସାମିଲ ହୋଇଛନ୍ତି। ତାଙ୍କର ଯୋଗଦାନ ଫିଲ୍ମର କଳାକାର ତାଲିକାକୁ...