ଜୟପୁର ଜିଲା କୋର୍ଟରେ ଫେରାର ଥାନା ଅଧିକାରୀଙ୍କ ଆତ୍ମସମର୍ପଣ, ଗଞ୍ଜେଇ ବେପାରୀଙ୍କୁ ସହଯୋଗ…. ଜୟପୁର,୨।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚୋରା ଚାଲାଣକାରିଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଫେରାର ଥିବା ଥାନା ଅଧିକାରୀ ଜୟପୁର ଜିଲା ଜଜ୍ କୋର୍ଟରେ ଆତ୍ମ ସମର୍ପଣ । ଥାନା ଅଧିକାରୀ ଜଣକ ହେଉଛନ୍ତି ପୁରୀ ଜିଲା ଅସ୍ତରଙ୍ଗର ତତ୍କାଳୀନ ଥାନା ଅଧିକାରୀ ରାଜେଶ…