ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍, ଆଉ ତା’ ପରେ… ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍ ମାଡ଼ି ଯିବାରୁ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବୃଦ୍ଧ ଜଣକ ହେଲେ…