ମାଡୁଛି ହଇଜା: ଢାବା, ଫାଷ୍ଟଫୁଡ୍ ଓ ଖାଦ୍ୟ ଦୋକାନ ବନ୍ଦ ନିର୍ଦ୍ଦେଶ, ଏସବୁ ଖାଦ୍ୟ ଉପରେ ଲାଗିଲା ପ୍ରତିବନ୍ଧକ ଯାଜପୁର,୧୬ା୬: ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ ସମସ୍ତ ଢାବା, ଫାଷ୍ଟଫୁଡ୍ ଷ୍ଟଲ୍ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଆଗାମୀ ୨ ସପ୍ତାହ ପାଇଁ ବନ୍ଦ ରଖିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି...