ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସୂଚନା ଅନୁସାରେ,…