ଯାଜପୁର ଏମ୍ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି… ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ଗ୍ରାମରେ ଏମପିଙ୍କ ବାସଭବନ ହୋଇଥିବା ବେଳେ କେହି ଦୃର୍ବୁତ୍ତ ତାଙ୍କ ଘର ଉପରକୁ...