ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା ସହିତ ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଇଛନ୍ତି । ଏହାକୁ ନେଇ ସେଠାରେ ଉତ୍ତେଜନା ଲାଗି...