କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା ସହିତ…