ରାଜନୀତିରେ ବଡ଼ ହଇଚଇ: ଭିଣୋଇଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ… ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍ ନେତା। ପୂର୍ବତନ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ମଧ୍ୟ ଗଡ଼…