Tag Archives: jajpur

ଧର୍ମଶାଳାରେ ବିଜେଡି ଗଡ଼ ଭାଙ୍ଗିଲେ ହିମାଂଶୁ

ଧର୍ମଶାଳା/କାଏମା,୪ା୬(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରିବା ପରେ ସମର୍ଥକଙ୍କ ସହ ଯାଜପୁରରେ ସଂଧ୍ୟାରାଣୀ ପହଞ୍ଚିଥିଲେ। ଉପଜିଲ୍ଲାପାଳଙ୍କ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି ଉତ୍ତୋଳନ କରି ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି ା ରାଜସ୍ବ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)...

ନିଖିଲ ପୱନ୍ କଲ୍ୟାଣ ଯାଜପୁର ନୂଆ ଜିଲାପାଳ

ଭୁବନେଶ୍ୱର,୩।୪: ଯାଜପୁର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚ୍ ଆଇଏଏସ ଅଧିକାରୀ ନିଖିଲ ପୱନ୍ କଲ୍ୟାଣ। ସେ ବର୍ତମାନ ଗ୍ରାମୀଣ ବିକାଶ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ଫେବୃଆରୀ ମାସରେ ରାଉରକେଲା ମୁନିସିପାଲିଟି କମିଶନର ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲାପାଳ...

‘କୋରେଇର ସ୍ବାଭିମାନ ପାଇଁ ଲଢ଼େଇ ହେବ’

ଯାଜପୁର,୩୧ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ୨୦୨୪ ସାଧାରଣ ନିର୍ବାଚନ କ୍ରମଶଃ ରୋଚକ ମୋଡ଼ ନେଉଛି। ଅଭିନେତାରୁ ନେତା ସାଜିଥିବା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ ଶନିବାର ବିଜେଡିରୁ ଇସ୍ତଫା ଦେବା ପରେ ଜିଲା ରାଜନୀତି ଏକପ୍ରକାର ସରଗରମ...

ଯାଜପୁରରୁ ଭାଜପା ଲୋକ ସଭା ପ୍ରାର୍ଥୀ ରବୀନ୍ଦ୍ର ନାରାୟଣ ବେହେରା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଯାଜପୁରରୁ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ଦଳ। ସେ ବର୍ତମାନ ରାଜ୍ୟ ଭାଜପାରେ କାର୍ଯ୍ୟକାରିଣୀର ସଦସ୍ୟ ଅଛନ୍ତି। ନିକଟରେ...

୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର,...

ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ: ସୁଯୋଗର ଫାଇଦା ନେବାରେ ବିରୋଧୀ ବିଫଳ

ଯାଜପୁର,୨୨।୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗତ ଦୁଇ ଦଶନ୍ଧି ଧରି ପରୀକ୍ଷାନିରୀକ୍ଷାର ପ୍ରୟୋଗଶାଳା ହୋଇଆସୁଛି। ଏଥର ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ରାଜନୈତିକ ପାଣିପାଗରେ ସେଭଳି ପବନ ବହିପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଯାଜପୁର ବିଧାୟକ...

ଆସନ୍ତାକାଲି ଚଣ୍ଡିଖୋଲ ଆସିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ମିନିଟ୍ ରୁ ମିନିଟ୍ କାର୍ଯ୍ୟକ୍ରମ ବିବରଣୀ

ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟରେ ୧୯ ହଜାର ୬୦୦ କୋଟି ଟଙ୍କା ବ୍ୟୟରେ...

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସାମଲ କହିଛନ୍ତି...

ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri