jajpur

ନିଖିଲ ପୱନ୍ କଲ୍ୟାଣ ଯାଜପୁର ନୂଆ ଜିଲାପାଳ

ଭୁବନେଶ୍ୱର,୩।୪: ଯାଜପୁର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚ୍ ଆଇଏଏସ ଅଧିକାରୀ ନିଖିଲ ପୱନ୍ କଲ୍ୟାଣ। ସେ ବର୍ତମାନ ଗ୍ରାମୀଣ ବିକାଶ ବିଭାଗର ନିର୍ଦ୍ଦେଶକ ଅଛନ୍ତି।…

4 weeks ago

‘କୋରେଇର ସ୍ବାଭିମାନ ପାଇଁ ଲଢ଼େଇ ହେବ’

ଯାଜପୁର,୩୧ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ୨୦୨୪ ସାଧାରଣ ନିର୍ବାଚନ କ୍ରମଶଃ ରୋଚକ ମୋଡ଼ ନେଉଛି। ଅଭିନେତାରୁ ନେତା ସାଜିଥିବା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ…

4 weeks ago

ଯାଜପୁରରୁ ଭାଜପା ଲୋକ ସଭା ପ୍ରାର୍ଥୀ ରବୀନ୍ଦ୍ର ନାରାୟଣ ବେହେରା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଯାଜପୁରରୁ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି…

4 weeks ago

୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି।…

1 month ago

ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ: ସୁଯୋଗର ଫାଇଦା ନେବାରେ ବିରୋଧୀ ବିଫଳ

ଯାଜପୁର,୨୨।୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗତ ଦୁଇ ଦଶନ୍ଧି ଧରି ପରୀକ୍ଷାନିରୀକ୍ଷାର ପ୍ରୟୋଗଶାଳା ହୋଇଆସୁଛି। ଏଥର ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ରାଜନୈତିକ ପାଣିପାଗରେ…

1 month ago

ଆସନ୍ତାକାଲି ଚଣ୍ଡିଖୋଲ ଆସିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ମିନିଟ୍ ରୁ ମିନିଟ୍ କାର୍ଯ୍ୟକ୍ରମ ବିବରଣୀ

ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର…

2 months ago

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ…

2 months ago

ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା…

2 months ago

ଯାଜପୁରରେ ପୋଲିସକୁ ଧକ୍କା ଦେଇ କଏଦୀଙ୍କୁ ଛଡ଼ାଇନେଲେ ସହଯୋଗୀ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୧୯ା୨: ପୋଲିସକୁ ଧକ୍କା ଦେଇ ଜଣେ ବିଚାରାଧୀନ କଏଦୀଙ୍କୁ ଛଡ଼ାଇ ନେଇଛନ୍ତି ତାଙ୍କର ୨ଜଣ ସହଯୋଗୀ। ଉକ୍ତ କଏଦୀ ଜଣକ ହେଲେ ଯାଜପୁର…

2 months ago

ପ୍ଲାଷ୍ଟିକ ଅଖାରେ ମହିଳାଙ୍କ ଗଳିତ ମୃତଦେହ, କିଏ ରଖିଲେ…

ଯାଜପୁର,୧୧।୮: ଯାଜପୁର ଜିଲା ଦୁଦୁରାଅନ୍ତା କୁଅଁରସାହି ଠାରେ ବୈତରଣୀନଦୀ ତୁଠରେ ଅଜଣା ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ଏହାକୁ ଏକ ପ୍ଲାଷ୍ଟିକ ଅଖା ମଧ୍ୟରେ ରଖାଯାଇଥିବା…

3 months ago

ଯାଜପୁର: ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ, ଗର୍ଭବତୀ ଗୁରୁତର

ଯାଜପୁର,୯।୧୧: ଯାଜପୁର ସଦର ଥାନା ବରୁହାଁ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ୍ୟୁ ବରଣ କରିଥିବା ବେଳେ…

6 months ago

ଗାଁରେ ପହଞ୍ଚିଲା ଲୋପାମୁଦ୍ରାଙ୍କ ମୃତଦେହ

ବରୀ,୪।୧୧(ମହେନ୍ଦ୍ର ସ୍ବାଇଁ): ଗତ ମଙ୍ଗଳବାର ରାଜଧାନୀରେ ଦାମୀ ଗାଡ଼ି ଧକ୍କାରେ ଜଣେ ଯୁବତୀ ଗୁରୁତର ହୋଇଥିଲେ। ପରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

6 months ago