Tag Archives: jajpur

କଂସ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ:ଉପଜିଲାପାଳଙ୍କୁ ଭେଟିଲେ ଓ୍ବାର୍ଡ ସଭ୍ୟାସଭ୍ୟ

କାଳିଆପାଣି,୨୦-୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ କଂସ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର କୁମାର ସାହୁଙ୍କ ବିରୋଧରେ ନାଏବ ସରପଞ୍ଚଙ୍କ ସମେତ ୮ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଏ ନେଇ ଗୁରୁବାର ନାଏବ ସରପଞ୍ଚଙ୍କ ସହ ସମସ୍ତ ୱାର୍ଡ ସଭ୍ୟାସଭ୍ୟ…

‘ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ରୋଟାରି କ୍ଲବ ପକ୍ଷରୁ ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ବୁଧବାର ରାଷ୍ଟ୍ର ନିର୍ମାଣ ସମ୍ବର୍ଦ୍ଧନା ସାମାରୋହ ପାଳିତ ହୋଇଯାଇଛି। କ୍ଲବର ସଭାପତି ଅଜାମ୍ବର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ୩୨୬୨ ଜିଲାର ପୂର୍ବତନ ସଭାପତି ଶିବବ୍ରତ ଦାସ…

୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସ୍ବାଇଁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ…

ଚିନ୍ତାରେ ମାଟି କାରିଗର,ପରିଶ୍ରମ ଅନୁସାରେ ମିଳୁନି ପାରିଶ୍ରମିକ

ଯାଜପୁର ଅଫିସ,୧୭-୯- ଗଣେଶ ପୂଜା ପରେ ଶିଳ୍ପ ସମୃଦ୍ଧ, ସାଂସ୍କୃତିକ ତଥା ଐତିହ୍ୟ ସମ୍ପନ୍ନ ଯାଜପୁର ଜିଲାରେ ଉତ୍ସବର ମାହୋଲ ସୃଷ୍ଟି ହୋଇଛି। ପାର୍ବଣ ଋତୁ ଆରମ୍ଭ ହୋଇସାରିଛି ମଙ୍ଗଳବାର କନ୍ୟା ସଂକ୍ରାନ୍ତିରେ ଦେବଶିଳ୍ପୀ ବିଶ୍ୱ ନିର୍ମାତା ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା…

ଜିଲାରେ ଅସୁରକ୍ଷିତ ନାବାଳିକା,୩ବର୍ଷରେ ବଳାତ୍କାରର ଶିକାର ହୋଇଛନ୍ତି ୩୬୮

ଯାଜପୁର ଟାଉନ,୧୭।୯(ଡିଏନଏ)- ଯାଜପୁର ଜିଲାରେ ନାବାଳିକାମାନେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ନାବାଳିକାଙ୍କ ପାଇଁ ଉଭୟ ସରକାରୀ ଓ ବେସରକାରୀସ୍ତରରେ ଯେତେ ଆଇନ୍‌ ଓ ସଚେତନତା କାର୍ଯ୍ୟକ୍ରମ ହେଉଥିଲେ ମଧ୍ୟ ବଳାତ୍କାର କମିବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଫଳରେ ଯାଜପୁର ଜିଲାରେ ନାବାଳିକାମାନେ ଅସୁରକ୍ଷିତ…

ଫନୀକୁ ବିତିଲା ସାଢେ ୫ ମାସ: ପ୍ରଭାବିତ କାରିଗରଙ୍କୁ ମିଳିଲାନି କ୍ଷତିପୂରଣ, ଆନ୍ଦୋଳନ ପାଇଁ ସଜବାଜ ଶିଳ୍ପୀ ମହାସଂଘ

ଯାଜପୁର ଅଫିସ,୧୭|୯- କୁଟୀର ଶିଳ୍ପ ତଥା ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଥିବା ଯାଜପୁର ଜିଲାର କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଜିଲାର ଏହି ହସ୍ତଶିଳ୍ପ ପାଇଁ ଗୁରୁଦାୟିତ୍ୱ ବହନ କରିଥିବା ଜିଲା ଶିଳ୍ପ କେନ୍ଦ୍ର(ଡିଆଇସି) ନିଷ୍କ୍ରିୟ ହୋଇ…

ବୈତରଣୀ ନଦୀରେ ବନ୍ୟା ଜଳ:କାଣୀନଦୀର କଣ୍ଟପଡ଼ାଠାରେ ୪୦ଫୁଟ ଘାଇ

ଦଶରଥପୁର, ୧୧-୯(ଡିଏନ୍‌ଏ)- ଲଘୁଚାପ ବର୍ଷାରେ ବୈତରଣୀ ନଦୀରେ ବନ୍ୟା ଆସିବା ଫଳରେ ଏହାର ଶାଖା କାଣୀ ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଯାହଫାଳରେ ଦଶରଥପୁରବ୍ଲକସ୍ଥିତ ଦୁଦୁରାଅନ୍ତା ପଞ୍ଚାୟତ କଣ୍ଟପଡ଼ାଠାରେ କାଣୀନଦୀ ବନ୍ଧରେ ସୋମବାର ୪୦ଫୁଟ ଚଉଡ଼ାର ଘାଇ ସୃଷ୍ଟି ହୋଇଛି। ଏହି…

ବାର୍ଦ୍ଧକ୍ୟ ଭତ୍ତାରୁ ରୋଗିଣା ବୃଦ୍ଧା ବାଦ୍‌:ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ସପରିବାରର ଧାରଣା

ଯାଜପୁର ଟାଉନ,୧୧|୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଅନ୍ତର୍ଗତ ଇଜାପୁର ପଞ୍ଚାୟତ ଇଜାପୁର ଗ୍ରାମର ଜନୈକା ୬୪ ବର୍ଷିୟା ବୃଦ୍ଧା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚତ୍ତ ହୋଇଛନ୍ତି। ସେ ଅତ୍ୟନ୍ତ ଗରିବ ହୋଇଥିବା ସତ୍ତ୍ୱେ ତାଙ୍କୁ ଭତ୍ତା ମିଳୁ ନାହିଁ। ତେଣୁ ସେ ମଙ୍ଗଳବାର ଜିଲାପାଳଙ୍କ…

ଅଶୋକ ଦାସ ଫାଉଣ୍ଡେସନ୍‌ ପକ୍ଷରୁ ୨୬୦ ରକ୍ତଦାତାଙ୍କୁ ସମ୍ବର୍ଦ୍ଧିତ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଅଶୋକ ଦାସ ଫାଉଣ୍ଡେଶନ୍‌ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କ୍ରମରେ ଯାଜପୁର ନିର୍ବାଚନମଣ୍ଡଳୀର ସୁଜନପୁର, ସିମିଳିଆ, ଜାଫରପୁର, ବେରୁଦା ଆଦି ୪ଟି ପଞ୍ଚାୟତରୁ ୨୬୦ଜଣ ଯୁବତୀଯୁବକ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ। ଉକ୍ତ ରକ୍ତଦାତାଙ୍କୁ ମଙ୍ଗଳବାର…

ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ।…

ସାର୍ବଜନୀନ ପୂଜା କମିଟିର ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଡୁବୁରୀ,୧୧-୯(ଡି.ଏନ୍‌.ଏ.)- ଡୁବୁରୀ ଅଞ୍ଚଳର ଅଗ୍ରଣୀ ପୂଜା ଅନୁଷ୍ଠାନ ସାବର୍ର୍ଜନୀନ ଦୂର୍ଗା ପୂଜା କମିଟି ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଏ ନେଇ କମିଟି ଆହ୍ବାନ କ୍ରମେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ହାଟ ଛକ ପୂଜା…

ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟ ଦୁର୍ନୀତିର ସ୍ବତନ୍ତ୍ର ଅଡିଟ୍‌

ଯାଜପୁର ରୋଡ,୧୧-୯(ନି.ପ୍ର.)- ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟର ଯୁଜିସି ଅନୁଦାନ(ବିଶ୍ୱବିଦ୍ୟାଳୟ ଆୟୋଗ ପାଣ୍ଠି) ଠିକ୍‌ ବିନିଯୋଗ ନ କରାଯାଇ ବ୍ୟାପକ ଦୁର୍ନୀତି ଓ ନିଯୁକ୍ତ କ୍ଷେତ୍ରରେ ଅନିମିୟତା ଘଟଣାର ସ୍ବତନ୍ତ୍ର ଅଡିଟ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ସଚିବ ନିର୍ଦ୍ଦେଶ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri