ସାର୍ବଜନୀନ ପୂଜା କମିଟିର ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି
ଡୁବୁରୀ,୧୧-୯(ଡି.ଏନ୍.ଏ.)- ଡୁବୁରୀ ଅଞ୍ଚଳର ଅଗ୍ରଣୀ ପୂଜା ଅନୁଷ୍ଠାନ ସାବର୍ର୍ଜନୀନ ଦୂର୍ଗା ପୂଜା କମିଟି ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଏ ନେଇ କମିଟି ଆହ୍ବାନ କ୍ରମେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ହାଟ ଛକ ପୂଜା…
ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟ ଦୁର୍ନୀତିର ସ୍ବତନ୍ତ୍ର ଅଡିଟ୍
ଯାଜପୁର ରୋଡ,୧୧-୯(ନି.ପ୍ର.)- ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟର ଯୁଜିସି ଅନୁଦାନ(ବିଶ୍ୱବିଦ୍ୟାଳୟ ଆୟୋଗ ପାଣ୍ଠି) ଠିକ୍ ବିନିଯୋଗ ନ କରାଯାଇ ବ୍ୟାପକ ଦୁର୍ନୀତି ଓ ନିଯୁକ୍ତ କ୍ଷେତ୍ରରେ ଅନିମିୟତା ଘଟଣାର ସ୍ବତନ୍ତ୍ର ଅଡିଟ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ସଚିବ ନିର୍ଦ୍ଦେଶ ଦେଇଛନ୍ତି।…
ଜନନୀ ଏକ୍ସପ୍ରେସ ଦୃର୍ଘଟଣାଗ୍ରସ୍ଥ, ପ୍ରସୂତିଙ୍କ ସହ ୨ ଗୁରୁତର
ଚଣ୍ଡିଖୋଲ,୧୧-୯(ଡି.ଏନ୍.ଏ.)- ବାଲେଶ୍ୱରରୁ ଜଣେ ପ୍ରସୂତିଙ୍କୁ ଧରି ଏକ ଜନନୀ ଏକ୍ସପ୍ରେସ ଗାଡ଼ି କଟକ ବଡ଼ ମେଡ଼ିକାଲ ଯାଉଥିବା ସମୟରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବନ୍ଦାଳୋ ଛକ ନିକଟରେ ଦୁର୍ଘଟଣାଗ୍ରସ୍ଥ ହୋଇଛି। ଫଳରେ ଏଥିରେ ଯାଉଥିବା ପ୍ରସୂତିଙ୍କ…
ବଡ଼ଚଣା ପୋଲିସର ସଡ଼କ ସୁରକ୍ଷା ସଚେତନତା
ଚଣ୍ଡିଖୋଲ,୧୧-୯(ଡି.ଏନ.ଏ)- ନୂଆ ମୋଟରଯାନ ଆଇନ କଡ଼ାକଡ଼ି ଲାଗୁ ହେବା ପରଠାରୁ ମୋଟରସାଇକେଲ ଆରୋହୀମାନେ ବିଶେଷଭାବେ ଭୟଭିତ ହୋଇପଡ଼ିଛନ୍ତି। ବହୁ ଗାଡ଼ିର କାଗଜପତ୍ର ଠିକ୍ ନ ଥିବା ଓ ଡ୍ରାଇଭିଂ ଲାଇସେନ୍ସ ନ ଥିବା ଯୋଗୁ ସାଧାରଣ ଲୋକେ ଗାଡ଼ି ପଦାକୁ ବାହାର…
ଜମି ପଟ୍ଟା ଯୋଗାଇଦେବାକୁ ଜିଲାପାଳଙ୍କୁ ନିବେଦନ
ଯାଜପୁର ଟାଉନ,୧୧-୯(ଡି.ଏନ୍.ଏ.)- ଯାଜପୁର ବ୍ଲକର ସିମିଳିଆ ପଞ୍ଚାୟତର ଶହ ଶହ ଲୋକମାନେ ଜମିପଟ୍ଟା ପାଇବାରୁ ବଞ୍ଚତ୍ତ ଅଛନ୍ତି। ଏନେଇ ଗତ ମାର୍ଚ୍ଚ ୬ ତାରିଖରେ ଏହି ପଞ୍ଚାୟତର ଶତାଧିକ ଗ୍ରାମବାସୀ ଏବଂ ଅଲଇଣ୍ଡିଆ କୃଷକ କ୍ଷେତ ମଜଦୂର ସଂଗଠନ ପକ୍ଷରୁ ଜିଲାପାଳଙ୍କ…
ଜିଲାପାଳଙ୍କ ଅଭିଯୋଗ ଶୁଣାଣି:୧୪୪ ଅଭିଯୋଗରୁ ୭୧ଟିର ତତ୍କାଳ ସମାଧାନ
ଯାଜପୁର ଟାଉନ,୧୧-୯(ଡି.ଏନ୍.ଏ.)- ଜିଲାସ୍ତରୀୟ ଅଭିଯୋଗ ଶୁଣାଣି ସ୍ଥାନୀୟ ଜିଲାପରିଷଦ ସଭାଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତେବେ କ୍ରମାଗତ ଛୁଟି, ବର୍ଷାଋତୁ ଓ ବିଶେଷ ପ୍ରଚାରପ୍ରସାର ନ ଥିବାରୁ ଏହି ଶିବିରରେ ଗତମାସ ଭଳି ବିଶେଷ ଭିଡ଼ ପରିଲ୍ଲକ୍ଷିତ ହୋଇ ନ ଥିଲା।…
ଦଶରଥପୁର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍ଘାଟିତ
ଦଶରଥପୁର,୧୧-୯(ଡି.ଏନ୍.ଏ.)- ଦଶରଥପୁର ବ୍ଲକ ଦଶରଥପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଦୁଇଦିନିଆ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ପ୍ରତିଯୋଗିତାକୁ ଉଦ୍ଘାାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ…
ବ୍ଲକସ୍ତରୀୟ ଗୁରୁଦିବସ :‘ରାଷ୍ଟ୍ର ଗଠନରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବିଞ୍ଝାରପୁର,୬ା୯(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇସ୍ଥିତ ବରୁଣେଶ୍ୱର କଲ୍ୟାଣ ମଣ୍ଡପଠାରେ ଗୁରୁବାର ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶାସକ…
ଭତ୍ତା ଅପେକ୍ଷାରେ କୁନି
ଜେନାପୁର,୬ା୯(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ଅଧୀନ ରାଇଛନ୍ଦା ଗ୍ରାମର କୁନ ପ୍ରଧାନ (୬୮) ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବାରମ୍ବାର ସ୍ଥାନୀୟ ପଞ୍ଚୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କର୍ଯ୍ୟାଳୟରେ ଅଭିଯୋଗ କରି ମଧ୍ୟ…
ଦ୍ୱିତୀୟ ଦିନରେ ଓଏମ୍ସି କପ୍ ଫୁଟବଲ ଟୁର୍ନାମେଣ୍ଟ:ରାଁସୋଳକୁ ପରାସ୍ତକରି ଫାଇନାଲରେ ଚିଙ୍ଗୁଡ଼ିପାଳ
କାଳିଆପାଣି,୬ା୯(ଡି.ଏନ୍.ଏ.)- ଖଣି ନିଗମ କାଳିଆପାଣି ଟାଉନଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍ସି କପ୍ ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ଖଣି…
କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ
ଧର୍ମଶାଳା,୬ା୯(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ କଳ୍ପତରୁ ଦାସ ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି। ପ୍ରିୟନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍ପି ଶର୍ମିଷ୍ଠା ସେଠୀ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି…
ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ:ପ୍ରଭାବିତ ଟ୍ରକ୍ ମାଲିକଙ୍କୁ ସ୍ବତନ୍ତ୍ର କୋଟା ପ୍ରଦାନ ଦାବି
ଯାଜପୁର ଅଫିସ/କାଳିଆପାଣି(ଡି.ଏନ୍.ଏ.),୪-୯- ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦରୁ ଗତ ୨ସପ୍ତାହରୁ ଊର୍ଦ୍ଧ୍ୱ ହେବ ଯାଜପୁର କାଳିଆପାଣି କ୍ରୋମ୍ ଖଣିରୁ ପରିବହନ ଠପ୍ ହୋଇ ପଡ଼ିଛି। ଏଥିଯୋଗୁ ଟ୍ରକ୍ ମାଲିକ, ଶ୍ରମିକ, ବ୍ୟବସାୟୀ ପ୍ରମୁଖଙ୍କ ଦାନାପାଣି ସଙ୍କଟ ମଧ୍ୟକୁ ଠେଲି ହୋଇଯାଇଛି।…
Archives


