Tag Archives: jajpur

ଅଶୋକ ଦାସ ଫାଉଣ୍ଡେସନ୍‌ ପକ୍ଷରୁ ୨୬୦ ରକ୍ତଦାତାଙ୍କୁ ସମ୍ବର୍ଦ୍ଧିତ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଅଶୋକ ଦାସ ଫାଉଣ୍ଡେଶନ୍‌ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କ୍ରମରେ ଯାଜପୁର ନିର୍ବାଚନମଣ୍ଡଳୀର ସୁଜନପୁର, ସିମିଳିଆ, ଜାଫରପୁର, ବେରୁଦା ଆଦି ୪ଟି ପଞ୍ଚାୟତରୁ ୨୬୦ଜଣ ଯୁବତୀଯୁବକ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ। ଉକ୍ତ ରକ୍ତଦାତାଙ୍କୁ ମଙ୍ଗଳବାର…

ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ।…

ସାର୍ବଜନୀନ ପୂଜା କମିଟିର ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଡୁବୁରୀ,୧୧-୯(ଡି.ଏନ୍‌.ଏ.)- ଡୁବୁରୀ ଅଞ୍ଚଳର ଅଗ୍ରଣୀ ପୂଜା ଅନୁଷ୍ଠାନ ସାବର୍ର୍ଜନୀନ ଦୂର୍ଗା ପୂଜା କମିଟି ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଏ ନେଇ କମିଟି ଆହ୍ବାନ କ୍ରମେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ହାଟ ଛକ ପୂଜା…

ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟ ଦୁର୍ନୀତିର ସ୍ବତନ୍ତ୍ର ଅଡିଟ୍‌

ଯାଜପୁର ରୋଡ,୧୧-୯(ନି.ପ୍ର.)- ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟର ଯୁଜିସି ଅନୁଦାନ(ବିଶ୍ୱବିଦ୍ୟାଳୟ ଆୟୋଗ ପାଣ୍ଠି) ଠିକ୍‌ ବିନିଯୋଗ ନ କରାଯାଇ ବ୍ୟାପକ ଦୁର୍ନୀତି ଓ ନିଯୁକ୍ତ କ୍ଷେତ୍ରରେ ଅନିମିୟତା ଘଟଣାର ସ୍ବତନ୍ତ୍ର ଅଡିଟ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ସଚିବ ନିର୍ଦ୍ଦେଶ ଦେଇଛନ୍ତି।…

ଜନନୀ ଏକ୍ସପ୍ରେସ ଦୃର୍ଘଟଣାଗ୍ରସ୍ଥ, ପ୍ରସୂତିଙ୍କ ସହ ୨ ଗୁରୁତର

ଚଣ୍ଡିଖୋଲ,୧୧-୯(ଡି.ଏନ୍‌.ଏ.)- ବାଲେଶ୍ୱରରୁ ଜଣେ ପ୍ରସୂତିଙ୍କୁ ଧରି ଏକ ଜନନୀ ଏକ୍ସପ୍ରେସ ଗାଡ଼ି କଟକ ବଡ଼ ମେଡ଼ିକାଲ ଯାଉଥିବା ସମୟରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବନ୍ଦାଳୋ ଛକ ନିକଟରେ ଦୁର୍ଘଟଣାଗ୍ରସ୍ଥ ହୋଇଛି। ଫଳରେ ଏଥିରେ ଯାଉଥିବା ପ୍ରସୂତିଙ୍କ…

ବଡ଼ଚଣା ପୋଲିସର ସଡ଼କ ସୁରକ୍ଷା ସଚେତନତା

ଚଣ୍ଡିଖୋଲ,୧୧-୯(ଡି.ଏନ.ଏ)- ନୂଆ ମୋଟରଯାନ ଆଇନ କଡ଼ାକଡ଼ି ଲାଗୁ ହେବା ପରଠାରୁ ମୋଟରସାଇକେଲ ଆରୋହୀମାନେ ବିଶେଷଭାବେ ଭୟଭିତ ହୋଇପଡ଼ିଛନ୍ତି। ବହୁ ଗାଡ଼ିର କାଗଜପତ୍ର ଠିକ୍‌ ନ ଥିବା ଓ ଡ୍ରାଇଭିଂ ଲାଇସେନ୍ସ ନ ଥିବା ଯୋଗୁ ସାଧାରଣ ଲୋକେ ଗାଡ଼ି ପଦାକୁ ବାହାର…

ଜମି ପଟ୍ଟା ଯୋଗାଇଦେବାକୁ ଜିଲାପାଳଙ୍କୁ ନିବେଦନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଯାଜପୁର ବ୍ଲକର ସିମିଳିଆ ପଞ୍ଚାୟତର ଶହ ଶହ ଲୋକମାନେ ଜମିପଟ୍ଟା ପାଇବାରୁ ବଞ୍ଚତ୍ତ ଅଛନ୍ତି। ଏନେଇ ଗତ ମାର୍ଚ୍ଚ ୬ ତାରିଖରେ ଏହି ପଞ୍ଚାୟତର ଶତାଧିକ ଗ୍ରାମବାସୀ ଏବଂ ଅଲଇଣ୍ଡିଆ କୃଷକ କ୍ଷେତ ମଜଦୂର ସଂଗଠନ ପକ୍ଷରୁ ଜିଲାପାଳଙ୍କ…

ଜିଲାପାଳଙ୍କ ଅଭିଯୋଗ ଶୁଣାଣି:୧୪୪ ଅଭିଯୋଗରୁ ୭୧ଟିର ତତ୍କାଳ ସମାଧାନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଜିଲାସ୍ତରୀୟ ଅଭିଯୋଗ ଶୁଣାଣି ସ୍ଥାନୀୟ ଜିଲାପରିଷଦ ସଭାଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତେବେ କ୍ରମାଗତ ଛୁଟି, ବର୍ଷାଋତୁ ଓ ବିଶେଷ ପ୍ରଚାରପ୍ରସାର ନ ଥିବାରୁ ଏହି ଶିବିରରେ ଗତମାସ ଭଳି ବିଶେଷ ଭିଡ଼ ପରିଲ୍ଲକ୍ଷିତ ହୋଇ ନ ଥିଲା।…

ଦଶରଥପୁର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଦଶରଥପୁର,୧୧-୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଦଶରଥପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଦୁଇଦିନିଆ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ପ୍ରତିଯୋଗିତାକୁ ଉଦ୍‌ଘାାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ…

ବ୍ଲକସ୍ତରୀୟ ଗୁରୁଦିବସ :‘ରାଷ୍ଟ୍ର ଗଠନରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବିଞ୍ଝାରପୁର,୬ା୯(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇସ୍ଥିତ ବରୁଣେଶ୍ୱର କଲ୍ୟାଣ ମଣ୍ଡପଠାରେ ଗୁରୁବାର ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶାସକ…

ଭତ୍ତା ଅପେକ୍ଷାରେ କୁନି

ଜେନାପୁର,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ଅଧୀନ ରାଇଛନ୍ଦା ଗ୍ରାମର କୁନ ପ୍ରଧାନ (୬୮) ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବାରମ୍ବାର ସ୍ଥାନୀୟ ପଞ୍ଚୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କର୍ଯ୍ୟାଳୟରେ ଅଭିଯୋଗ କରି ମଧ୍ୟ…

ଦ୍ୱିତୀୟ ଦିନରେ ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ:ରାଁସୋଳକୁ ପରାସ୍ତକରି ଫାଇନାଲରେ ଚିଙ୍ଗୁଡ଼ିପାଳ

କାଳିଆପାଣି,୬ା୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ଖଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?