ଦିଗହରା ହୋଇଛି ସ୍ବଚ୍ଛ ଭାରତ ମିଶନ:ଅବ୍ୟବସ୍ଥାରେ ଜେନାପୁର ରେଳ ଷ୍ଟେଶନ
ଜେନାପୁର,୪-୯(ଡି.ଏନ୍.ଏ.)- ଯାଜପୁର ଜିଲା ଅନ୍ତର୍ଗତ ଜେନାପୁର ରେଲ୍ଓ୍ବେ ଷ୍ଟେଶନରେ ସ୍ବଚ୍ଛ ଭାରତ ଅଭିଯାନ ଦିଗହରା ହୋଇଛି। ବିଭାଗୀୟ ଅଧିକାରୀଙ୍କ ଦୁର୍ବଳମନୋଭାବ ଯୋଗୁ ଷ୍ଟେଶନଟି ଶୋଚନୀୟ ଅବସ୍ଥାରେ ପହଞ୍ଚତ୍ଥିବା ଅଭିଯୋଗ ହୋଇଛି। ଏଠାରେ ଯାତ୍ରୀମାନଙ୍କ ନିମନ୍ତେ ବସାଯାଇଥିବା ଶୁଦ୍ଧ ପିଇବା ପାଣି...
ଚୋରା ବାଲି ଚାଲାଣ ଯୋଗୁ ନଷ୍ଟ ହେଉଛି ଘେରିବନ୍ଧ
ଯାଜପୁର ଟାଉନ,୪-୯(ଡି.ଏନ୍.ଏ.)- ଚୋରା ବାଲି ଚାଲାଣ ଯୋଗୁ ଜଳସମ୍ପଦ ବିଭାଗର ୧୯କୋଟି ଟଙ୍କା ବ୍ୟୟରେ ନିର୍ମିତ ଘେରିବନ୍ଧ ନଷ୍ଟ ହେଉଛି। ଯାଜପୁର ବ୍ଲକ ଅଧିନସ୍ଥ ପଣସା ପଞ୍ଚାୟତର ବୈତରଣୀ ପଠାରୁ ଦୀର୍ଘବର୍ଷ ଧରି ଚୋରା ବାଲି ଚାଲାଣ କରାଯାଉଛି। ପ୍ରାୟ...
ଜାତୀୟ କ୍ରୀଡ଼ା ଦିବସ ପାଳନ
ଧର୍ମଶାଳା,୩୦-୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜାରକା ନେହେରୁ ଯୁବକେନ୍ଦ୍ର ଓ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ଗୁରୁବାର ଜାରକାସ୍ଥିତ ପ୍ରଜପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡ଼ା ଦିବସ ଓ ଫିଟ୍ ଇଣ୍ଡିଆ କ୍ୟାମ୍ପେନ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।...
ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଛତିଆ,୩୦-୮(ଡି.ଏନ୍.ଏ.)- ବଡ଼ଚଣା ବ୍ଲକ ଅଧୀନସ୍ତ ବୈରୀ ଥାନା ଅନ୍ତର୍ଗତ ସମିଆ ପଞ୍ଚାୟତରେ ଥିବା ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍ରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ସମିଆ ପଞ୍ଚାୟତର ୭ମାଣ ଗ୍ରାମର ରାଜୁ...
କୃତ୍ରିମ ହ୍ରଦ ପାଲଟିଛି ଚୋରଦା କାଳୀ ମେଲଣ ପଡିଆ
ଯାଜପୁର ରୋଡ,୩୦-୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ୯ ନମ୍ବର ୱାର୍ଡରେ ଥିବା କାଳୀ ମେଲଣ ପଡ଼ିଆ ଶୋଚନୀୟ ହୋଇପଡିଛି। ଏହା ସହରର ମୁଖ୍ୟ ପଡିଆ ହୋଇଥିବାରୁ କାଳି ମେଲଣ ଯାତ୍ରା ସହ ଧର୍ମସଭା, ନାମଯଜ୍ଞ ଏବଂ ସଭା-ସମିତି ଆୟୋଜିତ ହୋଇଥାଏ।...
୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ:ଭାଗନେଲେ ୪ ଶହ ପ୍ରଶିକ୍ଷାର୍ଥୀ
ଡୁବୁରୀ/କଳିଙ୍ଗନଗର,୩୦-୮(ଡି.ଏନ୍.ଏ.)- ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ପକ୍ଷରୁ ଦାନଗଦୀ ନଡିଆଭଙ୍ଗା ପଞ୍ଚାୟତର ଶାଳିଜଙ୍ଗାଠାରେ ୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ମୁଖ୍ୟ ଅତିଥିଭାବେ ଯୋଗଦେଇ...
ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୁଣ୍ଡବିହୀନ ମୃତଦେହ:ଏଟିଏମ୍ ଓ ଆଧାର କାର୍ଡରୁ ମିଳିଲା ପରିଚୟ
ଚଣ୍ଡିଖୋଲ(ଡି.ଏନ୍.ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୨୭।୮-ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରା ରେଳଧାରଣା ପାର୍ଶ୍ୱରୁ ମଙ୍ଗଳବାର ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପକେଟରୁ ମିଳିଥିବା ଏଟିଏମ୍ ଓ ଆଧାର କାର୍ଡରୁ ସେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଳାଶ୍ରୀ ଗ୍ରାମର...
ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ
ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ ଭତ୍ତା ପାଉଛନ୍ତି। ଏଥିରୁ ଶତକଡା ୭୨ଭାଗ ଆଧାର ସଂଯୋଗୀକରଣ କରାଯାଇଛି। କିନ୍ତୁ ଅତିରିକ୍ତ...
ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର
ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ...
ତୁଟୁନି ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବିବାଦ:୩ ଟ୍ରକ୍ ମାଲିକ ସଂଘର ସହଯୋଗରେ ବ୍ୟବସ୍ଥାକୁ ସଂଘଠିତ କରିବାକୁ ଦାବି
ଚଣ୍ଡିଖୋଲ,୨୮।୮(ଡି.ଏନ୍.ଏ)- ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଯାଜପୁର ଜିଲାର ସୁକିନ୍ଦା ଖଣିଗୁଡ଼ିକରେ ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବ୍ୟବସ୍ଥା ଲାଗୁ କରିବା ପାଇଁ ଜିଲା ପ୍ରଶାସନର ଉଦ୍ୟମ ସଫଳ ହୋଇପାରୁ ନାହଁି। ଫଳରେ ଦୀର୍ଘ ୧ମାସ ହେବ ଖଣି ଅଞ୍ଚଳରେ...
ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ
ଡୁବୁରୀ,୨୮।୮(ଡି.ଏନ୍.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ଏବାବଦ ଅର୍ଥ ହଡପ ନେଇ ମସୁଧା ହେଉଥିବା କିଛିଦିନ...
ଟ୍ରକ୍ ମୁହଁାମୁହଁି ଧକ୍କା, ଜଣେ ଡ୍ରାଇଭର ଗୁରୁତର
ଧର୍ମଶାଳା,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମାଣ୍ଡିଆ ଛକ ନିକଟରେ ମଙ୍ଗଳବାର ୨ ଟ୍ରକ୍ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଗୋଟିଏ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ଡ୍ରାଇଭର ଜଣଙ୍କ କଟକ ଜିଲା ନରସିଂହପୁର ଗ୍ରାମର...
Archives


