Tag Archives: jajpur

ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ ଭତ୍ତା ପାଉଛନ୍ତି। ଏଥିରୁ ଶତକଡା ୭୨ଭାଗ ଆଧାର ସଂଯୋଗୀକରଣ କରାଯାଇଛି। କିନ୍ତୁ ଅତିରିକ୍ତ ଭାବେ…

ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ ସୁରକ୍ଷା…

ତୁଟୁନି ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ିଂ ବିବାଦ:୩ ଟ୍ରକ୍‌ ମାଲିକ ସଂଘର ସହଯୋଗରେ ବ୍ୟବସ୍ଥାକୁ ସଂଘଠିତ କରିବାକୁ ଦାବି

ଚଣ୍ଡିଖୋଲ,୨୮।୮(ଡି.ଏନ୍‌.ଏ)- ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଯାଜପୁର ଜିଲାର ସୁକିନ୍ଦା ଖଣିଗୁଡ଼ିକରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ିଂ ବ୍ୟବସ୍ଥା ଲାଗୁ କରିବା ପାଇଁ ଜିଲା ପ୍ରଶାସନର ଉଦ୍ୟମ ସଫଳ ହୋଇପାରୁ ନାହଁି। ଫଳରେ ଦୀର୍ଘ ୧ମାସ ହେବ ଖଣି ଅଞ୍ଚଳରେ ଲୋଡ଼ିଂ…

ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ

ଡୁବୁରୀ,୨୮।୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ଏବାବଦ ଅର୍ଥ ହଡପ ନେଇ ମସୁଧା ହେଉଥିବା କିଛିଦିନ ତଳେ…

ଟ୍ରକ୍‌ ମୁହଁାମୁହଁି ଧକ୍କା, ଜଣେ ଡ୍ରାଇଭର ଗୁରୁତର

ଧର୍ମଶାଳା,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମାଣ୍ଡିଆ ଛକ ନିକଟରେ ମଙ୍ଗଳବାର ୨ ଟ୍ରକ୍‌ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଗୋଟିଏ ଟ୍ରକ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି। ଡ୍ରାଇଭର ଜଣଙ୍କ କଟକ ଜିଲା ନରସିଂହପୁର ଗ୍ରାମର ବିକିନ…

ବିଷାକ୍ତ ଫଳ ଖାଇ ଯୁବକଙ୍କ ଆତ୍ମହତ୍ୟା

ଧର୍ମଶାଳା/ଜେନାପୁର,୨୮।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅରିମୂଳ ଗ୍ରାମର ଜଣେ ଯୁବକ ବିଷାକ୍ତ ଫଳ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଯୁବକ ଜଣଙ୍କ ବାବୁନୀ ମଳିକ (୧୯)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୧/୧୯)…

ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ବିଞ୍ଝାରପୁର,୨୨ା୮(ଡି.ଏନ୍‌.ଏ.)- ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଞ୍ଝାରପୁର ତହସିଲ ପ୍ରଶାସନ ପକ୍ଷରୁ ଶାସନ୍ଦା ପଞ୍ଚାୟତ ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଗ୍ରାମର କେତେଜଣ ବ୍ୟକ୍ତିବିଶେଷ ହାଇକୋର୍ଟରେ ସରକାରୀ ଜମି ଜବର ଦଖଲ କରିଥିବା ନେଇ ଅଭିଯୋଗ କରିଥିଲେ। ଅଭିଯୋଗ…

ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି ନେଇ ଜିଲାପାଳଙ୍କୁ ଦାବିପତ୍ର

ଧର୍ମଶାଳା,୨୨ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁରସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡିଥିବା ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ଦାବିରେ ଗୁରୁବାର ବଣମଲ୍ଲି ସାହିତ୍ୟ ଓ ସେବା ସଙ୍ଗଠନ ପକ୍ଷରୁ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୧୦ ଦିନ ମଧ୍ୟରେ…

ପଞ୍ଚାୟତ ସମିତିର ବିଭିନ୍ନ ସମସ୍ୟା, ସଭ୍ୟାସଭ୍ୟଙ୍କୁ ଅଣଦେଖା ନେଇ ଦାବିପତ୍ର

କୋରେଇ,୧୪ା୮(ସ୍ବ.ପ୍ର.)- ଓଡ଼ିଶା ରାଜ୍ୟ ପଞ୍ଚାୟତ ସମିତି ସଭ୍ୟାସଭ୍ୟ ମହାସଙ୍ଘ କୋରେଇ ଶାଖା ପକ୍ଷରୁ ବୁଧବାର ପଞ୍ଚାୟତ ସମିତିର ବିଭିନ୍ନ ସମସ୍ୟା ଓ ସଭ୍ୟାସଭ୍ୟଙ୍କୁ ଅଣଦେଖା ନେଇ କୋରେଇ ବିଡିଓଙ୍କୁ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏ ସଂକ୍ରାନ୍ତରେ ଆସନ୍ତା ୧୬…

ରୋଗୀ କଲ୍ୟାଣ ସମିତି ବୈଠକ:ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଅସନ୍ତୋଷ

କଳିଙ୍ଗନଗର,୧୫।୮(ଡି.ଏନ୍‌.ଏ.)- ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରୋଗୀ କଲ୍ୟାଣ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବିପିଓ ଜୋସ୍ନାମୟୀ ନାୟକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ସୁକିନ୍ଦା ବିଧାୟକ ପ୍ରିତୀରଞନ ଘଡ଼ାଇ ଯୋଗଦେଇ ଡାକ୍ତର ଖାନାର ଭିତ୍ତିଭୂମିର ବିକାଶ ପାଇଁ ପ୍ରର୍ଯ୍ୟାପ୍ତ…

୨ ଦୁର୍ବୃତ୍ତଙ୍କୁ କାବୁକରି ପୋଲିସ ଜିମା ଦେଲେ ଲୋକେ:ପଲସର, ଦେଶୀ ବନ୍ଧୁକ ଜବତ

ଧର୍ମଶାଳା,୧୫।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବୁଦ୍ଧ ଛକଠାରେ ବୁଧବାର ୨ଜଣ ଦୁର୍ବୃତ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ସେମାନଙ୍କଠାରୁ ଏକ ପଲସର ଓ ଦେଶୀ ବନ୍ଧୁକ ଜବତ କରିଛି। ତେବେ ଯୁବକଦ୍ୱୟ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?