Tag Archives: jajpur

ଧର୍ମଶାଳାରେ ମାତିଛନ୍ତି ମାଫିଆ: ବେଲଗାମ ଭାବେ କରୁଛନ୍ତି ମାଟି ଚୋରି, ପ୍ରଶାସନ ନିଦାବିଷ୍ଣୁ

ଧର୍ମଶାଳା,୨୯।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲରେ ବେଲଗାମ ହୋଇଛି ମାଟି ଚୋରି। ବିନା ଅନୁମତିରେ ମାଟି ମାଫିଆ ମାଟି ଲୁଟ କରୁଛନ୍ତି, କିନ୍ତୁ ପ୍ରଶାସନ ଜାଣି ବି ନ ଜାଣିବା ଭଳିି ଚୁପ ରହିିଛି। ତେବେ ଏହି ତହସିଲ…

ଅବ୍ୟବସ୍ଥାରେ ଧର୍ମଶାଳା ବ୍ଲକ: ଅପରିଷ୍କାର ଯାତ୍ରୀ ବିଶ୍ରାମାଗାର, ଭାଙ୍ଗି ରୁଜି ଗଲାଣି ଶୌଚାଳୟ

ଧର୍ମଶାଳା,୨୪।୫ (ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ବ୍ଲକ ପରିସର ମଧ୍ୟରେ ଥିବା ଯାତ୍ରୀ ବିଶ୍ରାମାଗାର ଓ ଶୌଚାଳୟ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଏହାସତ୍ତ୍ୱେ ବ୍ଲକ ପ୍ରଶାସନ ପକ୍ଷରୁ ଦୃଷ୍ଟି ଦିଆ ଯାଉନାହିଁ। ଏହି ବ୍ଲକ ଅଧୀନରେ ୪୫ଗୋଟି…

ଗାଁ ଦାଣ୍ଡରେ ଖେଳୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା ୨ ପିଲାଙ୍କ ଜୀବନ…

ଧର୍ମଶାଳା,୧୬।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଜିରା ପଂଚାୟତର ବୁରୁସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ବଜ୍ରପାତରେ ଦୁଇଜଣ ପିଲାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ଅପରାହ୍ନ ପ୍ରାୟ ୫ଟା ସମୟରେ ବୁରୁସାହି ଗ୍ରାମର…

କିଡ୍‌ନୀ ରୋଗରେ ଆକ୍ରାନ୍ତ ମାନସଙ୍କ ଚିକିତ୍ସାରେ ଅର୍ଥ ବାଧକ, ସହାୟତା ପାଇଁ ସ୍ତ୍ରୀଙ୍କ ନିବେଦନ

କାଏମା,୧୪ା୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କୋତପୁର ପଞ୍ଚାୟତ ମୁରତପୁର ଗଁାର ମାନସ ଦଳାଇ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ହେଲେ ଅର୍ଥ ନ ଥିବାରୁ ତାଙ୍କର ଚିକିତ୍ସା ହୋଇ ପାରୁନାହିଁ। ୩୫ ବର୍ଷୀୟ ମାନସଙ୍କ ସ୍ତ୍ରୀ ଓ ଚାରି…

ଭିଜିଲାନ୍ସ ଜାଲରେ ଧର୍ମଶାଳା ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ, ୭ ଠିକଣାରେ ଚାଲିଛି ଚଢ଼ାଉ

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ଯାଜପୁର ଧର୍ମଶାଳା ବ୍ଲକର ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ…

ଅଲ୍‌ଟ୍ରାସାଉଣ୍ଡ ରିପୋର୍ଟକୁ କେନ୍ଦ୍ରକରି ଉତ୍ତେଜନା: ମୃତ ଶିଶୁକୁ ନେଇ ଡାଇଗ୍ନୋଷ୍ଟିକ ସେଣ୍ଟର ଓ ଡାକ୍ତରଙ୍କ ମଧ୍ୟରେ ଦୋଷାରୋପ

ଯାଜପୁର ଟାଉନ,୩୧।୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ସହରରେ ଥିବା ଏହି ଡାଇଗ୍ନୋଷ୍ଟିକ୍‌ ସେଣ୍ଟରର ରିପୋର୍ଟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଗଣ୍ଡଗୋଳ ଓ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ପ୍ରସବ ମହିଳାଙ୍କ ମୃତ ଶିଶୁ ଜନ୍ମ ହେବାକୁ ନେଇ ଉଭୟ ଡାଇଗ୍ନୋଷ୍ଟିକ ସେଣ୍ଟର…

ହାଇଓ୍ବା ଚକା ତଳେ ଚାପି ହୋଇ ଜଣେ ମୃତ, ୨ ଗୁରୁତର

ପାଣିକୋଇଲି/କୋରେଇ,୨୩।୧(ବିକାଶ ମଲ୍ଲିକ/ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ଷଠିପୁର-ଯାଜପୁର ରାସ୍ତାର ପଥପ୍ରାନ୍ତ ସୁବିଧା କେନ୍ଦ୍ର ନିକଟରେ ଗୁରୁବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଚକା ତଳେ ୩ ବାଇକ୍‌ ଆରୋହୀ ପଶିଯିବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁହୋଇଛି। ଅନ୍ୟ…

ଯାଜପୁର ଚଣ୍ଡିଖୋଲରେ ହେବ ଅଶୋଧିତ ତୈଳ ରିଜର୍ଭ, ରାଜ୍ୟ ସରକାର ଦେଲେ ଅନୁମତି

ଭୁବନେଶ୍ୱର,୬।୧: ଯାଜପୁରରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଅଶୋଧିତ ତୈଳ ସଂରକ୍ଷଣକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ସୋମବାର ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(HLCA) ବୈଠକରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏତିରେ ଯାଜପୁରରେ ୪.୦୦ ଏମଏମଟି ଅଶୋଧିତ ତୈଳ ସଂରକ୍ଷଣ ସୁବିଧା…

୨୦ ବର୍ଷ ହେଲା ଚାପିରହିଛି ଆର୍‌ଡିସି ତଦନ୍ତ ରିପୋର୍ଟ

ଯାଜପୁର,୨୯ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବଂ ବିରଜା ହାଟ ସ୍ଥାନାନ୍ତରଣକୁ ନେଇ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ବିରଜା ହାଟ ପୁରୁଣା ସ୍ଥାନରେ ବସିବା ପାଇଁ ଜିଲା ପ୍ରଶାସନର ଅନୁମତି ବିରୋଧରେ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି, ଆଜି…

ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨

ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ…

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ, ଗ୍ରାମବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri