ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ
ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର ବ୍ୟାଙ୍କ ଖାତାରେ ମୋବାଇଲ ନମ୍ବର ଲିଙ୍କ ନାହିଁ, ସେମାନଙ୍କର ସୁଭଦ୍ରା ଟଙ୍କା...
କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର
ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ କାର ମାଲିକ ରବିବାର ନିଜ ଗାଡିର ସର୍ଭିସିଂ ପାଇଁ ସୋ ରୁମକୁ ଆଣିଥିଲେ...
ଭାଜପା ଛାଡ଼ି ପୁଣି ବିଜେଡିକୁ ଫେରିଲେ ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି
ଭୁବନେଶ୍ୱର,୨୭।୮: ଘର ବାହୁଡା କରିଛନ୍ତି ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି। କିଛିଦିନ ତଳେ ସେ ବିଜେଡି ଚଡି ଭାଜପାରେ ଯୋଗ ଦେଇଥିଲେ। ଯାହାପରେ ବରୀ ରାଜନୀତି ସରଗରମ ହୋଇଉଠିଥିଲା। ସ୍ଥାନୀୟ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଅଶୋକ ଗେଡିଙ୍କୁ ଦଳକୁ...
ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା
ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍...
କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ
କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ହସ୍ପିଟାଲକୁ...
ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା
କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା। ଏହି ପଞ୍ଚାୟତରେ ପାଖାପାଖି ୭୦୦ ହିତାଧିକାରୀ ଭତ୍ତା...
ବଲେ ବଲେ ପରେ କୁସୁମାର ୨ ବଙ୍ଗଳା: ସରକାର ବଦଳିବା ପରେ ଚର୍ଚ୍ଚାରେ ସରକାରୀ ସମ୍ପତ୍ତି
ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ସରକାରୀ ସମ୍ପତ୍ତିକୁ କେବଳ କବ୍ଜା କରିବା...
ହାଲୁଆ ପ୍ୟାକେଟରେ ପୋକ ସାଲୁବାଲୁ; ବିପଦରେ ଶିଶୁଙ୍କ ଜୀବନ, କାହାର ନିଘା ନାହିଁ
ଯାଜପୁର,୧ା୭(ହର୍ଷବର୍ଦ୍ଧନ ବେହେରା): ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ଲାଗି ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ ହାଲୁଆ ପ୍ୟାକେଟ ବଣ୍ଟନ କରିବାର ବ୍ୟବସ୍ଥା କରିଛନ୍ତି। ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ସାଧାରଣ ଶିଶୁଙ୍କ ପାଇଁ ଏହା ଉର୍ଦ୍ଦିଷ୍ଟ।...
ଧର୍ମଶାଳାରେ ବିଜେଡି ଗଡ଼ ଭାଙ୍ଗିଲେ ହିମାଂଶୁ
ଧର୍ମଶାଳା/କାଏମା,୪ା୬(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ...
ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ
ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରିବା ପରେ ସମର୍ଥକଙ୍କ ସହ ଯାଜପୁରରେ ସଂଧ୍ୟାରାଣୀ ପହଞ୍ଚିଥିଲେ। ଉପଜିଲ୍ଲାପାଳଙ୍କ...
ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ
କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି ଉତ୍ତୋଳନ କରି ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି ା ରାଜସ୍ବ...
କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ
ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)...
Archives


