କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ
ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଙ୍କ…
ନିଖିଲ ପୱନ୍ କଲ୍ୟାଣ ଯାଜପୁର ନୂଆ ଜିଲାପାଳ
ଭୁବନେଶ୍ୱର,୩।୪: ଯାଜପୁର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚ୍ ଆଇଏଏସ ଅଧିକାରୀ ନିଖିଲ ପୱନ୍ କଲ୍ୟାଣ। ସେ ବର୍ତମାନ ଗ୍ରାମୀଣ ବିକାଶ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ଫେବୃଆରୀ ମାସରେ ରାଉରକେଲା ମୁନିସିପାଲିଟି କମିଶନର ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲାପାଳ ଭାବେ…
‘କୋରେଇର ସ୍ବାଭିମାନ ପାଇଁ ଲଢ଼େଇ ହେବ’
ଯାଜପୁର,୩୧ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ୨୦୨୪ ସାଧାରଣ ନିର୍ବାଚନ କ୍ରମଶଃ ରୋଚକ ମୋଡ଼ ନେଉଛି। ଅଭିନେତାରୁ ନେତା ସାଜିଥିବା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ ଶନିବାର ବିଜେଡିରୁ ଇସ୍ତଫା ଦେବା ପରେ ଜିଲା ରାଜନୀତି ଏକପ୍ରକାର ସରଗରମ ହୋଇପଡ଼ିଛି।…
ଯାଜପୁରରୁ ଭାଜପା ଲୋକ ସଭା ପ୍ରାର୍ଥୀ ରବୀନ୍ଦ୍ର ନାରାୟଣ ବେହେରା
ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଯାଜପୁରରୁ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ଦଳ। ସେ ବର୍ତମାନ ରାଜ୍ୟ ଭାଜପାରେ କାର୍ଯ୍ୟକାରିଣୀର ସଦସ୍ୟ ଅଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ…
୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି
ଭୁବନେଶ୍ୱର, ୨୫।୩(ସୁନିତ୍ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର, ସୁନ୍ଦରଗଡ଼,…
ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ: ସୁଯୋଗର ଫାଇଦା ନେବାରେ ବିରୋଧୀ ବିଫଳ
ଯାଜପୁର,୨୨।୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗତ ଦୁଇ ଦଶନ୍ଧି ଧରି ପରୀକ୍ଷାନିରୀକ୍ଷାର ପ୍ରୟୋଗଶାଳା ହୋଇଆସୁଛି। ଏଥର ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ରାଜନୈତିକ ପାଣିପାଗରେ ସେଭଳି ପବନ ବହିପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଯାଜପୁର ବିଧାୟକ ତଥା…
ଆସନ୍ତାକାଲି ଚଣ୍ଡିଖୋଲ ଆସିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ମିନିଟ୍ ରୁ ମିନିଟ୍ କାର୍ଯ୍ୟକ୍ରମ ବିବରଣୀ
ଭୁବନେଶ୍ୱର,୪ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟରେ ୧୯ ହଜାର ୬୦୦ କୋଟି ଟଙ୍କା ବ୍ୟୟରେ ହେବାକୁ…
ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସାମଲ କହିଛନ୍ତି ଯେ…
ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ
ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି। ରବିବାର…
ଯାଜପୁରରେ ପୋଲିସକୁ ଧକ୍କା ଦେଇ କଏଦୀଙ୍କୁ ଛଡ଼ାଇନେଲେ ସହଯୋଗୀ
ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୧୯ା୨: ପୋଲିସକୁ ଧକ୍କା ଦେଇ ଜଣେ ବିଚାରାଧୀନ କଏଦୀଙ୍କୁ ଛଡ଼ାଇ ନେଇଛନ୍ତି ତାଙ୍କର ୨ଜଣ ସହଯୋଗୀ। ଉକ୍ତ କଏଦୀ ଜଣକ ହେଲେ ଯାଜପୁର ରୋଡ୍ ଉପ କାରାଗାରର ରାଣାପ୍ରତାପ ସିଂ(୫୫)। ତାଙ୍କ ଘର ଜହ୍ନା ଗ୍ରାମରେ। ବାଇକ୍ରେ…
ପ୍ଲାଷ୍ଟିକ ଅଖାରେ ମହିଳାଙ୍କ ଗଳିତ ମୃତଦେହ, କିଏ ରଖିଲେ…
ଯାଜପୁର,୧୧।୮: ଯାଜପୁର ଜିଲା ଦୁଦୁରାଅନ୍ତା କୁଅଁରସାହି ଠାରେ ବୈତରଣୀନଦୀ ତୁଠରେ ଅଜଣା ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ଏହାକୁ ଏକ ପ୍ଲାଷ୍ଟିକ ଅଖା ମଧ୍ୟରେ ରଖାଯାଇଥିବା ଦେଖିବାକୁ ମିଳିଛି । ସୂଚନା ପାଇ ମଙ୍ଗଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…
ଯାଜପୁର: ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ, ଗର୍ଭବତୀ ଗୁରୁତର
ଯାଜପୁର,୯।୧୧: ଯାଜପୁର ସଦର ଥାନା ବରୁହାଁ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗର୍ଭବତୀଙ୍କୁ ବାଇକରେ ମେଡିକାଲ ନେଇ ଯାଉଥିବା ବେଳେ…
Archives


