Tag Archives: jajpur

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୪ା୧୨(ଡି.ଏନ୍‌.ଏ)- ବଡ଼ଚଣା ବ୍ଲକ ଅର୍ନ୍ତଗତ ବାଲିଚନ୍ଦ୍ରପୁର ପଞ୍ଚାୟତର ୫ଗୋଟି ପ୍ରକଳ୍ପକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ପଞ୍ଚାୟତ ଅର୍ନ୍ତଗତ ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରୁକୁଟିପାଟ ଅଙ୍ଗନଓ୍ବାଡ଼ି ଗୃହ, ନାନପୁର ପଟଣାଠାରେ ୩ଲକ୍ଷ ଟଙ୍କା…

କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଯାଜପୁର ରୋଡ୍‌,୪ା୧୨(ନି.ପ୍ର.)- ଯାଜପୁର ରୋଡ୍‌ କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ ମଙ୍ଗଳବାର ଡ ପ୍ରିୟଙ୍କା ରେଡ୍ଡିଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ସୋଭାଯାତ୍ରା କରାଯାଇଛି। କିନ୍ନର ସଂଘର କାଜଲ ନାୟକ ଓ ଲଭ୍‌ଲୀଙ୍କ ସହ ବହୁ କିନ୍ନର ଯୋଗଦେଇ ଗୋପବନ୍ଧୁ ଛକଠାରେ…

ଗାଡି ଡିକି ଭାଙ୍ଗି ଲୁଟି ନେଲେ ସୁନା ଅଳଙ୍କାର

ବିଞ୍ଝାରପୁର,୪ା୧୨(ଡି,ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇନ୍ଦା ଛକରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ୟାମସୁନ୍ଦର ସାହୁଙ୍କ ଗାଡି ଡିକ ଭାଙ୍ଗି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଶ୍ୟାମ ସୁନ୍ଦର ଗାଡିରେ ସୁନା…

ହିଲ୍‌ଭ୍ୟୁ ହୋଟେଲରେ ମେସ୍କୋ ନିର୍ଦ୍ଦେଶିକା ନଜରବନ୍ଦୀ

କଳିଙ୍ଗନଗର,୪ା୧୨(ଡି.ଏନ୍‌.ଏ)- କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ର ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସ ହେବ ଦରମା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଦୀର୍ଘଦିନର ପଞ୍ଜୀଭୂତ ଅସନ୍ତୋଷ ମଙ୍ଗଳବାର ପ୍ରତିଫଳିତ ହୋଇଛି। ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷା ରିତା ସିଂଙ୍କୁ…

ରସୁଲପୁର ତହସିଲ ପକ୍ଷରୁ ଚଢାଉ: ୫ ବାଲି ବୋଝେଇ ଟ୍ରାକ୍ଟର ଜବତ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ମଙ୍ଗଳବାର ଜାବରା ପଞ୍ଚାୟତସ୍ଥିତ ବ୍ରାହ୍ମଣୀ ନଦୀଘାଟ ଉପରେ ଚଢ଼ାଉ କରି ବେଆଇନ ବାଲି ପରିବହନରେ ନିୟୋଜିତ ୫ ଟ୍ରାକ୍ଟରକୁ ଜବତ କରିଥିଲେ। ଉକ୍ତ ଜବତ ଟ୍ରାକ୍ଟରକୁ ପୋଲିସ ହେପାଜତକୁ ନେଇଛି। ଜବତ ଟ୍ରାକ୍ଟର ମାଲିମାନଙ୍କୁ…

୨ଲୁଟେରାଙ୍କୁ ଗୋଡ଼ାଇ ଧରିଲା ପୋଲିସ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତରେ ଦୁଇଜଣ ମହିଳାଙ୍କୁ ଟଙ୍କା ଲୁଟି ନେଇ ଫେରା ହୋଇଯାଉଥିବା ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗୋଡ଼େଇ ଗୋଡ଼େଇ କୁଆଖିଆ ଥାନା ଅଞ୍ଚଳରୁ ଧରିଛି। ଅଭିଯୁକ୍ତଦ୍ୱୟ ହେଲେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଏଣ୍ଡର ହଳଦିଆ…

ସରିଲା ଜିଲା ବରିଷ୍ଠ ଖୋ-ଖୋ ଦଳ ଚୟନ: ୬ରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମଙ୍ଗଳବାର ଯାଜପୁର ଜିଲାସ୍ତରୀୟ ଖୋ-ଖୋ ଦଳ ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି। ବରିଷ୍ଠ ବିଭାଗର ପୁରଷ ଓ ମହିଳାଦଳ ମନୋନୟନ କରାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ଉଭୟଦଳ…

ବଢୁଛି ଗଲିପୋଲ ନିର୍ମାଣ ବିବାଦ: ସତ୍‌ସଙ୍ଗକେନ୍ଦ୍ର ନିକଟରେ ଗଳି ପୋଲ ନିର୍ମାଣ ଦାବି

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଉପରେ ଗଳିପୋଲ ନିର୍ମାଣ ପାଇଁ ବିବାଦ ଛିଡୁନି। ଏହି ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜପଥର ବିଲିପଡ଼ା ଓ ସୁଆଁସାହି ଗ୍ରାମ ନିକଟରେ ରାଜପଥକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ…

ଅନ୍ଧାରି ନାଳରେ ଫେଣ ପାଣି ପ୍ରସଙ୍ଗ:ବିପଦମୁକ୍ତ ଦର୍ଶାଇଲା ପରୀକ୍ଷା ରିପୋର୍ଟ

ଯାଜପୁର ଅଫିସ,୪ା୧୨- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଅନ୍ଧାରି ନାଳରେ ରବିବାର ପ୍ରଚୁର ମାତ୍ରାରେ ବୋହିଥିବା ଫେଣ ପାଣି ବିପଦମୁକ୍ତ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରା ଏହି ସୂଚନା ଦେଇଛନ୍ତି। ସେହିପରି ବିଧାନସଭା ପ୍ରଶ୍ନର…

କୃଷ୍ଣନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ବରୀ/ରତ୍ନଗିରି,୧ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.)- ବରୀ ବ୍ଲକ ଅଧୀନ କୃଷ୍ଣନଗର ଗ୍ରାମରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ସ୍ବାସ୍ଥ୍ୟକେନ୍ଦ୍ର ତାଲାଭାଙ୍ଗି ଲକ୍ଷାଧିକ ଟଙ୍କାର ବହୁ ସାମଗ୍ରୀ ଚୋରି କରି ନେଇଥିବା ରବିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଡା.…

ଜମିଜମା ବିବାଦ, ମହିଳାଙ୍କୁ ଆକ୍ରମଣ ଅଭିଯୋଗ

ବରୀ,୧ା୧୨(ସ୍ବ.ପ୍ର.)- ବରୀଥାନା ଅଧୀନ କିମ୍ଭୀରିଆପାଳ ପଞ୍ଚାୟତ ମାଳଦା ଗ୍ରାମରେ ରବିବାର ଜିମିଜମା ବିବାଦକୁ ନେଇ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୭୦/୧୯) ରୁଜୁକରି ଉଭୟ ପକ୍ଷକଙ୍କୁ…

ବିଜେଡିର ମିଶ୍ରଣ ପର୍ବ: ‘ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକତା’

ବରୀ,୧୭ା୧୧(ସ୍ବ.ପ୍ର.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅମଠପୁର ପଞ୍ଚାୟତର କମ୍ପଗଡ଼ ହାଟ ପଡ଼ିଆରେ ରବିବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ବ୍ରଜକିଶୋର ଭଞ୍ଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରୀ ବିଧାୟିକା ସୁନନ୍ଦା ଦାସ ଯୋଗଦେଇ ବରୀର ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?