ତ୍ରୟୋଦଶ ଆନ୍ତଃଜିଲା ତରୁଣ ସ୍ମାରକୀ କ୍ରିକେଟ୍ ଟୁର୍ନାମେଣ୍ଟ:ଜାଭିୟରକୁ ହରାଇ ଜେମ୍ସ ଚାମ୍ପିୟନ
ଯାଜପୁର ରୋଡ,୬-୧୧(ନି.ପ୍ର.)- ସେଣ୍ଟମେରୀଜ୍ ସ୍କୁଲ ଆନୁକୂଲ୍ୟରେ ତ୍ରୟୋଦଶ ଆନ୍ତଃଜିଲା ତରୁଣ ସ୍ମାରକୀ କ୍ରିକେଟ୍ ଟୁର୍ନାମେଣ୍ଟ୍ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ଜେମ୍ସ ସ୍କୁଲ ଓ ଜାଭିୟର ହାଇସ୍କୁଲ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଜେମ୍ସ ସ୍କୁଲ ୯...
ଅଟୱାଲ ଛଟେଇ କର୍ମଚାରୀ, ଜିଲା ପୋଲିସ ପ୍ରଶାସନ ବୈଠକ: କେନ୍ଦ୍ରୀୟ ଶ୍ରମ ଆୟୁକ୍ତଙ୍କୁ ଭେଟିବାକୁ ପରାମର୍ଶ
ଯାଜପୁର ରୋଡ,୬-୧୧(ନି.ପ୍ର.)- ସୁକିନ୍ଦା ଖଣି ଉପତ୍ୟାକାରେ ଥିବା ଟିସ୍କୋ ଖଣିରେ ଅଟଓ୍ବାଲ ଠିକାସଂସ୍ଥା ପକ୍ଷରୁ ୧୯୮୪ରୁ ୪୩୩ ଜଣ କର୍ମଚାରୀଙ୍କୁ ନିଯୁକ୍ତ ପାଇଥିଲେ। ଗତ ସେପ୍ଟେମ୍ବର ୧ ତାରିଖରୁ ଅଟୱାଲ କମ୍ପାନୀ ସେମାନଙ୍କୁ ବିନା ନୋଟିସ୍ରେ ଛଟେଇ କରିବା ସହ...
ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ
ଯାଜପୁର ଟାଉନ,୬-୧୧(ଡି.ଏନ୍.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମହିଳା ମୋର୍ଚ୍ଚାର ଜିଲା ସଭାପତି ବବିତା ମଲ୍ଲିକଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା...
୧୦ମ ସିକୁ କପ୍ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ: ସେର୍ଶାକୁ ହରାଇ ସେମିଫାଇନାଲରେ ରାଇଜିଂ ଷ୍ଟୁଡେଣ୍ଟ
ଧର୍ମଶାଳା,୬-୧୧(ଡି.ଏନ୍.ଏ.)- ଧର୍ମଶାଳା ମହୋତ୍ସବ ପଡ଼ିଆରେ ମଙ୍ଗଳବାର ସର୍ବଭାରତୀୟ ଦଶମ ବାର୍ଷିକ ସିକୁ କପ୍ କ୍ରିକେଟ୍ ଟୁର୍ନାମେଣ୍ଟ୍ ଉଦ୍ଘାଟିତ ହୋଇଯାଇଛି। ସାମାଜିକ କର୍ମୀ ନମ୍ରତା ଚଢା ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍ଘାଟନ କରିଥିଲେ। ଅତିଥିଭାବେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ...
ଧର୍ମଶାଳା ବିଜେଡିର ମିଶ୍ରଣ ପର୍ବ
ଧର୍ମଶାଳା,୩ା୧୧(ଡି.ଏନ୍.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଜେଡି କାର୍ଯ୍ୟାଳୟରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ରବିବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ା ଏହି ମିଶ୍ରର ପର୍ବରେ ସେବତିପୁର ଗ୍ରାମର ରବୀନ୍ଦ୍ର କୁମାର ନାୟକ, ଜଳଧର ମହାନ୍ତି, ବିଜୟ...
ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ
ଯାଜପୁର ଟାଉନ,୩୦-୧୦(ଡି.ଏନ୍.ଏ.)- ଜିଲା ପ୍ରଶାସନର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି...
ମରାମତି ଅପେକ୍ଷାରେ ଖଣ୍ଡିତର-ରାଜଘାଟ ନଦୀବନ୍ଧ:୭.୮୬ କୋଟି ଟଙ୍କା ବ୍ୟୟବରାଦ
ରସୁଲପୁର,୩୦-୧୦(ଡିଏନଏ)- ରସୁଲପୁର ବ୍ଲକ ଖଣ୍ଡିତର ଓ ଯାଜପୁର ବ୍ଲକ ଅଧୀନ ରାଜଘାଟ ଖରସ୍ରୋତା ନଦୀର ଡାହାଣପାର୍ଶ୍ୱ ୧୫-ବି ବନ୍ଧ ମରାମତି, ପ୍ରଶସ୍ତୀକରଣ, ଆବଶ୍ୟକ ସ୍ଥଳେ ଜନବସତିକୁ ଗଡା ନିର୍ମାଣ, ବନ୍ଧ ଉପରେ ପାର୍କିଂ ନିର୍ମାଣ ପାଇଁ ଦାବି ହେଉଛି। ଏ...
କ୍ଷତିପୂରଣ ଦାବିରେ ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ
ଚଣ୍ଡିଖୋଲ,୩୦-୧୦(ଡି.ଏନ୍.ଏ.)- ଗତ ସପ୍ତାହରେ ୩ଦିନ ଧରି ଲଗାଣ ବର୍ଷା ଯୋଗୁ ବଡ଼ଚଣା ବ୍ଲକର ବହୁ ଅଞ୍ଚଳରେ ବ୍ୟାପକ ଫସଲ ହାନୀ ହୋଇଛି। ପ୍ରଶାସନ ପକ୍ଷରୁ ଅଦ୍ୟାବଧି କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦେବା ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ।...
କଳାବଜାରରେ ବିକ୍ରି ହେଉଛି ସାଧାରଣ ବଣ୍ଟନ ସାମଗ୍ରୀ: କୋଠ ଘରୁ ଶତାଧିକ ପିଡିଏସ୍ ଚାଉଳ ବସ୍ତା ଜବତ
ରସୁଲପୁର,୩୦-୧୦(ଡି.ଏନ୍.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକରେ ସାଧାରଣ ବଣ୍ଟନ ସାମଗ୍ରୀ ପ୍ରଦାନରେ ସରକାରଙ୍କ ୫-ଟି ପ୍ରୟୋଗ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଭୂତ ଚାଉଳ କାର୍ଡ ହାତେଇବାରେ ଠାରୁ ଅଯୋଗ୍ୟଙ୍କୁ ରାଶନ କାର୍ଡ ପ୍ରଦାନ କରିବା ପର୍ଯ୍ୟନ୍ତ ସବୁଠି ୫-ଟି ଫେଲ୍...
ଚୋରାରେ ପିଗ୍ ଆଇରନ କିଣି ଗିରଫ ହେଲେ ଶିଳ୍ପପତି
ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର ପୋଲିସ ଦ୍ବାରା ଗିରଫ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ କଳିଙ୍ଗନଗର ଶିଳ୍ପାଞ୍ଚଳର...
ବ୍ରାହ୍ମଣୀ ରିଭର ପେଲେଟ୍ସ ଲିମିଟେଡ: ସ୍ଥାନୀୟ ନିଯୁକ୍ତି ବୃଦ୍ଧି ଉପରେ ନାହିଁ ପଦକ୍ଷେପ
ଯାଜପୁର ଅଫିସ,୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ମଧ୍ୟରେ କାରଖାନା ବୃଦ୍ଧି ଓ ସମ୍ପ୍ରସାରଣ ହେଉଛି। ମାତ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ଅପରିବର୍ତ୍ତିତ ରହିଛି। ଏହିକ୍ରମରେ ବ୍ରାହ୍ମଣୀ ରିଭର ପେଲେଟ୍ସ ଲିମିଟେଡ(ବିଆର୍ପିଏଲ୍)ର ଉପତ୍ାଦନ ଆରମ୍ଭରୁ ସ୍ଥାନୀୟ ନିଯୁକ୍ତିକୁ ନେଇ ଆଖିବୁଜି...
ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି ପ୍ରଶାସନ
ରସୁଲପୁର,୩୦-୧୦(ଡି.ଏନ୍.ଏ.)- ବିଭିନ୍ନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କ ଟାଳଟୁଳ ନୀତି ଯୋଗୁ ଦିନକୁ ଦିନ କଳାବଜାରୀଙ୍କ ସାମ୍ରାଜ୍ୟ ବଢିବାରେ ଲାଗିଛି। ଯାହାକି ପ୍ରତ୍ୟେକ୍ଷ ଭାବେ ରାଜ୍ୟ ରାଜକୋଷକୁ ପ୍ରଭାବିତ କରୁଛି। ଏପରି କି ଦିନକୁ ଦିନ ବେଆଇନ କାରବାର ବଢୁଉଛି। ଯାଜପୁର...
Archives


