Tag Archives: jajpur

ମନ୍ଦିରରୁ ମାଇକ୍‌ ଖୋଲିବା ହେଲା କାଳ: ବିଦ୍ୟୁତ୍‌ ତାର ନେଲା ଜୀବନ

ଯାଜପୁର ଅଫିସ୍‌,୧୩।୧୧: ଯାଜପୁର ଜିଲା କୋରାଇ ଥାନା ଶାଳକଣା ଗ୍ରମାରେ ଏକ ଅଭାବନୀୟ ଘଟଣା ଘଟିଛି। ମନ୍ଦିରରୁ ମାକଇକ୍‌ ସେଟ୍‌ ଖୋଳୁଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣଙ୍କ ସେହି ଗାଁର ଅଜୟ…

ଡଙ୍ଗା ଭସାଇ ଫେରୁଥିବାବେଳେ ଦୁର୍ଘଟଣା, ୩ ମୃତ

ଯାଜପୁର ଟାଉନ/ କୋରେଇ, ୧୨।୧୧ (ଡିଏନଏ/ସ୍ବ.ପ୍ର): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇ ଫେରିବାବେଳେ ଏକ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୩ ଜୀବନ। ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଏଭଳି ଦୁର୍ଘଟଣା ଘଟିଛି। ମୃତକମାନେ…

ବସ୍‌ ବାଇକ ମୁହାଁମୁହିଁ ଧକ୍କା, ଚାଳକ ଗୁରୁତର: ରାସ୍ତା ମରାମତି ଦାବିରେ ପ୍ରତିବାଦ ସଭା

ଧର୍ମଶାଳା/ଜେନାପୁର,୧୦ା୧୧(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ କୁସୁନପୁର ଛକଠାରେ ରବିବାର ବସ୍‌ ବାଇକ୍‌ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ଜଣଙ୍କ ଏହି ଥାନା ଅନ୍ତର୍ଗତ ବଉଳମାଳ…

ବିଭିନ୍ନ ସ୍ଥାନରେ ମହମ୍ମଦଙ୍କ ଜୟନ୍ତୀ ପାଳିତ

ଧର୍ମଶାଳା,୧୦ା୧୧(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଲମାନ ଭାଇମାନେ ଏକତ୍ରିତ ହୋଇ ତାଜିଆ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଧର୍ମଶାଳା ବଜାର ସମେତ ଚୋରମୁହାଁ, ଚହଟା, ବଡ଼ମଙ୍ଗଳପୁର,…

ହାର ମାନିଛି ଶାରୀରିକ ଅକ୍ଷମତା: ପ୍ରସନ୍ନଙ୍କ ମୁଣ୍ଡରେ ପରିବାର ବୋଝ

ବୋଲଗଡ,୬ା୧୧(ଡି.ଏନ.ଏ.)-ଦିବ୍ୟାଙ୍ଗ ଅକ୍ଷମ ନୁହନ୍ତି। ସକ୍ଷମଙ୍କ ଭଳି ରୋଜଗାରକ୍ଷମ ହୋଇ ପରିବାର ପ୍ରତିପୋଷଣ କରିପାରନ୍ତି। ଏହା ପ୍ରତିପାଦିତ କରିଛନ୍ତି ବୋଲଗଡ ବ୍ଲକ ଗର୍ଭଣୀପଡା ଗ୍ରାମର ପ୍ରସନ୍ନ ଜେନା। ଦୃଢ ମନୋବଳ ତଥା ଇଚ୍ଛାଶକ୍ତି ପାଖରେ ହାର ମାନିଛି ଶାରୀରିକ ଅକ୍ଷମତା। ପରିବାରର ବୋଝ…

ତ୍ରୟୋଦଶ ଆନ୍ତଃଜିଲା ତରୁଣ ସ୍ମାରକୀ କ୍ରିକେଟ୍‌ ଟୁର୍ନାମେଣ୍ଟ:ଜାଭିୟରକୁ ହରାଇ ଜେମ୍ସ ଚାମ୍ପିୟନ

ଯାଜପୁର ରୋଡ,୬-୧୧(ନି.ପ୍ର.)- ସେଣ୍ଟମେରୀଜ୍‌ ସ୍କୁଲ ଆନୁକୂଲ୍ୟରେ ତ୍ରୟୋଦଶ ଆନ୍ତଃଜିଲା ତରୁଣ ସ୍ମାରକୀ କ୍ରିକେଟ୍‌ ଟୁର୍ନାମେଣ୍ଟ୍‌ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ଜେମ୍ସ ସ୍କୁଲ ଓ ଜାଭିୟର ହାଇସ୍କୁଲ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଜେମ୍ସ ସ୍କୁଲ ୯ ରନ୍‌ରେ…

ଅଟୱାଲ ଛଟେଇ କର୍ମଚାରୀ, ଜିଲା ପୋଲିସ ପ୍ରଶାସନ ବୈଠକ: କେନ୍ଦ୍ରୀୟ ଶ୍ରମ ଆୟୁକ୍ତଙ୍କୁ ଭେଟିବାକୁ ପରାମର୍ଶ

ଯାଜପୁର ରୋଡ,୬-୧୧(ନି.ପ୍ର.)- ସୁକିନ୍ଦା ଖଣି ଉପତ୍ୟାକାରେ ଥିବା ଟିସ୍‌କୋ ଖଣିରେ ଅଟଓ୍ବାଲ ଠିକାସଂସ୍ଥା ପକ୍ଷରୁ ୧୯୮୪ରୁ ୪୩୩ ଜଣ କର୍ମଚାରୀଙ୍କୁ ନିଯୁକ୍ତ ପାଇଥିଲେ। ଗତ ସେପ୍ଟେମ୍ବର ୧ ତାରିଖରୁ ଅଟୱାଲ କମ୍ପାନୀ ସେମାନଙ୍କୁ ବିନା ନୋଟିସ୍‌ରେ ଛଟେଇ କରିବା ସହ ବକେୟା…

ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ

ଯାଜପୁର ଟାଉନ,୬-୧୧(ଡି.ଏନ୍‌.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମହିଳା ମୋର୍ଚ୍ଚାର ଜିଲା ସଭାପତି ବବିତା ମଲ୍ଲିକଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା କିଆନାଳୀରୁ…

୧୦ମ ସିକୁ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସେର୍ଶାକୁ ହରାଇ ସେମିଫାଇନାଲରେ ରାଇଜିଂ ଷ୍ଟୁଡେଣ୍ଟ

ଧର୍ମଶାଳା,୬-୧୧(ଡି.ଏନ୍‌.ଏ.)- ଧର୍ମଶାଳା ମହୋତ୍ସବ ପଡ଼ିଆରେ ମଙ୍ଗଳବାର ସର୍ବଭାରତୀୟ ଦଶମ ବାର୍ଷିକ ସିକୁ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ୍‌ ଉଦ୍‌ଘାଟିତ ହୋଇଯାଇଛି। ସାମାଜିକ କର୍ମୀ ନମ୍ରତା ଚଢା ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ଅତିଥିଭାବେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର…

ଧର୍ମଶାଳା ବିଜେଡିର ମିଶ୍ରଣ ପର୍ବ

ଧର୍ମଶାଳା,୩ା୧୧(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଜେଡି କାର୍ଯ୍ୟାଳୟରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ରବିବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ା ଏହି ମିଶ୍ରର ପର୍ବରେ ସେବତିପୁର ଗ୍ରାମର ରବୀନ୍ଦ୍ର କୁମାର ନାୟକ, ଜଳଧର ମହାନ୍ତି, ବିଜୟ କୁମାର…

ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ

ଯାଜପୁର ଟାଉନ,୩୦-୧୦(ଡି.ଏନ୍‌.ଏ.)- ଜିଲା ପ୍ରଶାସନର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି ସପ୍ତାହ…

ମରାମତି ଅପେକ୍ଷାରେ ଖଣ୍ଡିତର-ରାଜଘାଟ ନଦୀବନ୍ଧ:୭.୮୬ କୋଟି ଟଙ୍କା ବ୍ୟୟବରାଦ

ରସୁଲପୁର,୩୦-୧୦(ଡିଏନଏ)- ରସୁଲପୁର ବ୍ଲକ ଖଣ୍ଡିତର ଓ ଯାଜପୁର ବ୍ଲକ ଅଧୀନ ରାଜଘାଟ ଖରସ୍ରୋତା ନଦୀର ଡାହାଣପାର୍ଶ୍ୱ ୧୫-ବି ବନ୍ଧ ମରାମତି, ପ୍ରଶସ୍ତୀକରଣ, ଆବଶ୍ୟକ ସ୍ଥଳେ ଜନବସତିକୁ ଗଡା ନିର୍ମାଣ, ବନ୍ଧ ଉପରେ ପାର୍କିଂ ନିର୍ମାଣ ପାଇଁ ଦାବି ହେଉଛି। ଏ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?