ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ ଚାଷୀମାନଙ୍କ ଶ୍ରମ ଓ ସମ୍ବଳ ଧୂଳିସାତ…