Tag Archives: jammu and kashmir

ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ରାହୁଲ କହିଲେ…

ନୂଆଦିଲ୍ଲୀ,୧୬ା୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜମ୍ମୁ-କଶ୍ମୀର ସମ୍ପର୍କରେ ଏକ ସ୍ବତନ୍ତ୍ର ଚିଠି ଲେଖିଛନ୍ତି। ଚିଠି ମାଧ୍ୟମରେ ରାହୁଲ ଏବଂ ଖାର୍ଗେ ପ୍ରଧାନମନ୍ତ୍ରୀଙ୍କୁ ଜମ୍ମୁ...

ମୁଖ୍ୟମନ୍ତ୍ରୀଙ୍କୁ ଅଟକାଇଲା ପୋଲିସ, ତଥାପି ଛାଡ଼ିଲେନି ପାଚେରି ଡେଇଁ ଭିତରେ ପଶିଲେ

ଶ୍ରୀନଗର,୧୪।୭: ଶହୀଦ ଦିବସକୁ ନେଇ ଜମ୍ମୁ କଶ୍ମୀରରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ନେଉନାହିଁ। ପ୍ରଶାସନ ଅନେକ ନେତାଙ୍କୁ ଗୃହବନ୍ଦୀ କରିଥିଲା ଏବଂ ଅନେକଙ୍କୁ ଗିରଫ କରିଥିଲା। ଏହା ସହିତ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ଫାତିହା...

ପୁଲୱାମାରେ ବଡ଼ ଏନକାଉଣ୍ଟର, ୨ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୫।୫: ଜମ୍ମୁ ଓ କଶ୍ମୀରର ପୁଲୱାମା ଜିଲାର ତ୍ରାଲ ଅଞ୍ଚଳରେ ଗୁରୁବାର ସକାଳେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଗୁଳି ବିନିମୟ ଆରମ୍ଭ ହୋଇଛି। କାଶ୍ମୀର ଜୋନ ପୋଲିସ ସୂଚନା ଅନୁଯାୟୀ, ଅୱାନ୍ତିପୋରାର ନାଦର ଗାଁରେ ଏହି...

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି ଶ୍ରୀନଗର,୧୩।୪: ଜମ୍ମୁ ଓ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ ଉପସ୍ଥିତ...

ପ୍ରତିଶୋଧର କଥା କହୁଛି ପାକିସ୍ତାନ, କଶ୍ମୀର ଛାତରେ କାହିଁକି ଲଗାଯାଉଛି ରେଡ୍‌କ୍ରସ୍‌ ଚିହ୍ନ, ଜାଣନ୍ତୁ ଏହା ପଛର କାରଣ…

ଶ୍ରୀନଗର,୮ା୫: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ୬-୭ ମେ’ ମଧ୍ୟରାତ୍ରରେ ପାକିସ୍ତାନ ଉପରେ ଆକ୍ରମଣ କରିଥିଲା। ଏହାକୁ ଅପରେଶନ ସିନ୍ଦୂର ନାମ ଦିଆଯାଇଥିଲା। ଏହି ଆକ୍ରମଣରେ ପାକିସ୍ତାନରେ ଥିବା ଅତି କମରେ ୯ଟି ଆତଙ୍କବାଦୀ ଆଡ୍ଡା ଧ୍ୱଂସ...

ଭୟଙ୍କର ଦୁର୍ଘଟଣା: ଘାଟିରୁ ୩୦୦ ଫୁଟ ତଳକୁ ଖସିଲା ସେନା ଟ୍ରକ୍‌, ଶହୀଦ ହୋଇଗଲେ ୩ ଯବାନ

ଶ୍ରୀନଗର,୪ା୫: ଜମ୍ମୁ-କଶ୍ମୀରର ରାମବନ ଜିଲାର ବ୍ୟାଟେରି ଚଷ୍ମା ନିକଟରେ ଏକ ସେନା ଟ୍ରକ୍‌ ଘାଟିରୁ ପ୍ରାୟ ୨୦୦-୩୦୦ ମିଟର ତଳକୁ ଖସି ପଡ଼ିଛି। ଫଳରେ ୩ ଯବାନ ଶହୀଦ ହୋଇଛନ୍ତି। ପୋଲିସ, ଏସ୍‌ଡିଆର୍‌ଏଫ୍‌, ସେନା ଏବଂ ସ୍ଥାନୀୟ ଲୋକଙ୍କ ଦ୍ୱାରା...

India-Pakistan War: ଯୁଦ୍ଧବେଳେ ଫାଇଟର ଜେଟ୍‌ ଉଡାଇଥିଲେ ନିଜେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ସହ ଅଛି ଲିଙ୍କ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୫: ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମସ୍ଥିତ ପର୍ଯ୍ୟଟନସ୍ଥଳ ବୈସରନେରେ ଆତଙ୍କବାଦୀମାନେ ୨୬ ହିନ୍ଦୁଙ୍କୁ ଗୁଳିକରି ହତ୍ୟାକରିବା ପରେ ଭାରତ ଏହି ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି ପଡ଼ୋଶୀ ଦେଶ ବିରୋଧରେ ଅନେକ ପଦକ୍ଷେପ ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,...

India Pakistan Tension: POKରେ କାହାର ଅଧିକ ଅଂଶ? ଜମ୍ମୁ ନା କଶ୍ମୀରର, ଜାଣନ୍ତୁ ଚମକାଇଲା ଭଳି ତଥ୍ୟ

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀର ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନର ବିବାଦ ଏବେ ମଧ୍ୟ ଉତ୍ତେଜନାର କାରଣ ହୋଇଛି। ଏହି ବିବାଦର ମୂଳ ରହିଛି ୧୯୪୭ ମସିହାରେ...

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ ବାତିଲ କରିବା ଆରମ୍ଭ କରିଛନ୍ତି। ପହଲ୍‌ଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ଦୃଷ୍ଟିରୁ...

କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍‌ ଆକ୍ରମଣର ପ୍ରତିବାଦ

ପହଲଗାମ୍‌,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ ଊର୍ଦ୍ଦୁରେ ପ୍ରକାଶିତ ସମସ୍ତ ଖବରକାଗଜର ପ୍ରଥମ ପୃଷ୍ଠାକୁ କଳାରଙ୍ଗରେ ଛପାଯାଇଛି। ଗ୍ରେଟର କଶ୍ମୀର,...

ଜମ୍ମୁ-କଶ୍ମୀରରେ ତିନି ଆତଙ୍କବାଦୀ ନିପାତ, ଯବାନଙ୍କୁ ବିସ୍କୁଟ୍‌ କଲା ବଡ଼ ସାହାଯ୍ୟ

ଶ୍ରୀନଗର/ନୂଆଦିଲ୍ଲୀ,୩ା୧୧: ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ଶନିବାର ଶ୍ରୀନଗରସ୍ଥିତ ଖାନ୍‌ୟାର ଅଞ୍ଚଳରେ ଦିନ ତମାମ ଏକ ମିଳିତ ଅପରେଶନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ଶୀର୍ଷ କମାଣ୍ଡର ଉସ୍‌ମାନ୍‌ଙ୍କୁ ନିପାତ କରିଥିଲେ। ସେହିପରି ଅନନ୍ତନାଗ ଜିଲାରେ ମଧ୍ୟ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri