ଚେନ୍ନାଇ,୭।୧: ଥାଲପତି ବିଜୟଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ 'ଜାନା ନାୟଗାନ୍'ର ରିଲିଜ୍ ତାରିଖକୁ ସ୍ଥଗିତ ରଖାଯାଇଛି। କେନ୍ଦ୍ରୀୟ ଫିଲ୍ମ ପ୍ରମାଣପତ୍ର ବୋର୍ଡ (CBFC) ଠାରୁ ପ୍ରମାଣପତ୍ର ମିଳିବାରେ…