ପାଟଣାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା, ଦଳରେ ମିଶିଲେ ୧୩ କର୍ମୀ
ପାଟଣା, ୨୯।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ରବିବାର ଉଖୁଣ୍ଡାଠାରୁ ନିର୍ବାଚନମଣ୍ଡଳୀସ୍ତରୀୟ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇ ବାରୀଆରେ ଶେଷ ହେବା ସହ ସେଠାରେ ଏକ ସଭା ଅନୁଷ୍ଠିତ ହୋଇଛି । ପୂର୍ବତନ ବିଧାୟକ…

