ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜନ୍ମାଷ୍ଟମୀ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଭିନ୍ନ ଗ୍ରାମରେ ରହିଥିବା ଚର୍ଚ୍ଚ ସମ୍ମୁଖରେ…