୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍: ଦେଖନ୍ତୁ Video ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି ଯେ, ଜାପାନର ୨୬ ବର୍ଷୀୟ କୋଟିପତି ଜାସୋ (Jaso) ନିଜକୁ କୁକୁର ଭଳି…