ମଧ୍ୟରାତ୍ରିରେ ଥରିଲା ଜାପାନ,ଜରୁରୀକାଳୀନ ବ୍ୟବସ୍ଥାଗୁଡ଼ିକୁ କାର୍ଯ୍ୟକାରୀ କଲେ ପ୍ରଧାନମନ୍ତ୍ରୀ
ଟୋକିଓ,୮।୧୧: ଶନିବାର ମଧ୍ୟରାତ୍ରି ପରେ ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ତେବେ ରବିବାର ସକାଳେ ଘଟିଥିବା 5.7 ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଲୋକଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। କେନ୍ଦ୍ରୀୟ ଜାପାନର ଅନେକ ଅଞ୍ଚଳରେ ପ୍ରବଳ କମ୍ପନ ଅନୁଭୂତ ହୋଇଥିଲା। ତେବେ ଭୂକମ୍ପ…
ଘରେ ଜରୁରୀକାଳୀନ ଖାଦ୍ୟସାମଗ୍ରୀ ଗଚ୍ଛିତ କରି ରଖୁଛନ୍ତି ଜାପାନ, ଆମେରିକା, ବ୍ରିଟେନର ଲୋକେ, କିଛି ବଡ଼ ଘଟଣା ଘଟିବାକୁ ଯାଉଛି କି? ଜାଣନ୍ତୁ…
ଓ୍ବାଶିଂଟନ/ଟୋକିଓ,୩୦।୧୦: ବିଶ୍ୱର ଅନେକ ବିକଶିତ ଦେଶ ନିଜ ନାଗରିକମାନଙ୍କୁ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ଗଚ୍ଛିତ ରଖିବାକୁ ପରାମର୍ଶ ଦେଉଛନ୍ତି। ଏହି ଦେଶଗୁଡ଼ିକ ମଧ୍ୟରେ ଯୁକ୍ତରାଷ୍ଟ୍ର ଆମେରିକା, ଯୁକ୍ତରାଜ୍ୟ (ୟୁକେ), ଜାପାନ, ନରୱେ, ଫିନଲ୍ୟାଣ୍ଡ ଏବଂ ସ୍ବିଡେନ ଅନ୍ୟତମ। ଏହି ଦେଶଗୁଡ଼ିକର ସରକାର…
ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ
ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍ୟୁସ୍ଥିତ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସରୁ ଅର୍ଥୋପେଡିକ୍ସରେ ଏମ୍ଏସ୍ ଶିକ୍ଷା ସଫଳତାର ସହ ସମାପ୍ତ କରି ସ୍ବର୍ଣ୍ଣପଦକ…
ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ
ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ ଉପସ୍ଥିତିକୁ ଦୃଷ୍ଟିରେ ରଖି ବୈଭବ ସୂର୍ଯ୍ୟବଂଶୀ ଏବଂ ଇଶାନ କିଶନଙ୍କ ଆତିଥ୍ୟ ପାଇଁ…
ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮
ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୪୮ରେ ଆଓମୋରିର ପ୍ରଶାନ୍ତ…
ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ଜାରି କରାଯାଇଥିଲା କିନ୍ତୁ ପରେ ଏହାକୁ ପ୍ରତ୍ୟାହାର କରିନିଆଯାଇଥିଲା। ଭୂମିକମ୍ପ…
ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…
ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ ନାହିଁ ଏବଂ ବିଦେଶୀ ମାଟିରେ ଗୁପ୍ତଚର ନେଟୱାର୍କ ସ୍ଥାପନ କରିବ ନାହିଁ। ଏହା…
ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧
ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ ଏବଂ ଏଥିରେ କୌଣସି ମୃତାହତ କିମ୍ବା ବଡ଼ କ୍ଷୟକ୍ଷତିର ରିପୋର୍ଟ…
ଭୂକମ୍ପର ଶକ୍ତ ଝଟକାରେ ଥରିଲା ଜାପାନ
ଟୋକିଓ,୧୫।୫: ଶୁକ୍ରବାର ଜାପାନର ଉତ୍ତର ଭାଗରେ 6.3 ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ମିୟାଗି ପ୍ରିଫେକ୍ଚରର ଉପକୂଳ ନିକଟରେ ସମୁଦ୍ରରେ ଅବସ୍ଥିତ ଥିଲା। ସଂସ୍ଥା ରିପୋର୍ଟ କରିଛି ଯେ ଭୂମିକମ୍ପ ପ୍ରାୟ…
ଟ୍ରମ୍ପଙ୍କ ସହ ଯିବାକୁ ସିଧା ମନାକଲା ଜାପାନ! ଜାଣନ୍ତୁ କାହିଁକି…
ଟୋକିଓ,୧୬।୩: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ସଂସଦରେ କହିଛନ୍ତି ଯେ ଟୋକିଓ ବର୍ତ୍ତମାନ ହରମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ତୈଳ ଟ୍ୟାଙ୍କରଗୁଡ଼ିକର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଏହାର ନୌସେନା ଜାହାଜ ପଠାଇବାର କୌଣସି ଯୋଜନା ନାହିଁ। ପ୍ରଧାନମନ୍ତ୍ରୀ ମନ୍ତବ୍ୟ…
ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ
ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ…
ଜାପାନରେ ରିଲିଜ ହେବ ‘ପୁଷ୍ପା ୨’
ହାଇଦ୍ରାବାଦ୍: ବ୍ଲକ୍ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ ଅର୍ଜୁନ ପ୍ରମୋଶନ ପାଇଁ ଜାପାନ ଗସ୍ତରେ ଯିବା ପ୍ରସଙ୍ଗକୁ ତାଙ୍କ ମ୍ୟାନେଜର ନିଶ୍ଚିତ କରିଛନ୍ତି।…

