ସିଡ୍ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…