Tag Archives: Jasprit Bumrah

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି। ଏହି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ୍ ୧-୧ରେ ବରାବର ଥିବାବେଳେ ବୁମରାହଙ୍କ ଅନୁପସ୍ଥିତି...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି ପହଞ୍ଚିଛନ୍ତି ବୁମ୍‌ରା। ବିଶ୍ବର ଶ୍ରେଷ୍ଠ ବୋଲର ବୁମ୍‌ରାଙ୍କୁ ଦେଖିବାକୁ ଟ୍ବିନ୍‌ସିଟିରେ ବହୁ କ୍ରେଜ୍‌...

ପଡ଼ିଆରେ ପାଦ ଦେବାମାତ୍ରେ ଇତିହାସ ରଚିଲେ ବୁମରା: ପ୍ରଥମ ଭାରତୀୟ ଦ୍ରୁତ ବୋଲର ଭାବେ…

ନୂଆଦିଲ୍ଲୀ,୧୦।୧୦: ଜସପ୍ରିତ ବୁମରା ତିନୋଟି ଫର୍ମାଟରେ (ଟେଷ୍ଟ, ଏକଦିବସୀୟ ଏବଂ ଟି-୨୦) ଅତି କମରେ ୫୦ଟି ମ୍ୟାଚ ଖେଳିଥିବା ପ୍ରଥମ ଭାରତୀୟ ଦ୍ରୁତ ବୋଲର ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଉଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ...

ଜସପ୍ରିତ ବୁମରାହଙ୍କଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ପର୍ଯ୍ୟନ୍ତ, ଏହି ୫ ଷ୍ଟାର ଖେଳାଳି ODI ସିରିଜରେ ଟିମ ଇଣ୍ଡିଆରୁ ବିଦା

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ଅଷ୍ଟ୍ରେଲିଆ (IND vs AUS) ଅକ୍ଟୋବର 19ରୁ ତିନି ମ୍ୟାଚ ବିଶିଷ୍ଟ ODI ସିରିଜ ଖେଳିବେ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ...

ଫାଇନାଲ୍‌ରେ ଏମିତି କ’ଣ କରିଦେଲେ ବୁମରା: କେନ୍ଦ୍ରମନ୍ତ୍ରୀ କହିଲେ, ପାକିସ୍ତାନ ଏହାର ଯୋଗ୍ୟ

ଦୁବାଇ,୨୯।୯: ଦୁବାଇରେ ଭାରତ-ପାକିସ୍ତାନ ଏସିଆ କପ ଫାଇନାଲରେ ହାରିସ ରୌଫଙ୍କୁ ଆଉଟ କରିବା ପରେ ଜସପ୍ରୀତ ବୁମରା ‘ପ୍ଲେନ ଡାଉନ’ ପ୍ରତିକ୍ରିୟା ଭାଇରାଲ ହେଉଛି। ଲୋକମାନେ ଏହାକୁ ସୋସିଆଲ ମିଡିଆରେ ପସନ୍ଦ କରୁଛନ୍ତି। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ମଧ୍ୟ...

ଇଂଲଣ୍ଡ ବିପକ୍ଷ ମାଞ୍ଚେଷ୍ଟର ଟେଷ୍ଟରେ ଖେଳିବେ ଜସପ୍ରୀତ ବୁମରା, ନିଶ୍ଚିତ କଲେ ମହମ୍ମଦ ସିରାଜ

ମାଞ୍ଚେଷ୍ଟର, ୨୧।୭: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜ ନିଶ୍ଚିତ କରିଛନ୍ତି ଯେ ତାରକା ପେସର ଜସପ୍ରୀତ ବୁମରା ଇଂଲଣ୍ଡ ବିପକ୍ଷ ଆଗାମୀ ମାଞ୍ଚେଷ୍ଟର ଟେଷ୍ଟରେ ଖେଳିବେ। ଚାରି ମ୍ୟାଚ ବିଶିଷ୍ଟ ଏହି ସିରିଜର ଚତୁର୍ଥ ମ୍ୟାଚରେ ବୁମରାଙ୍କ ଅଂଶଗ୍ରହଣ...

୫ ଉଇକେଟ୍‌ ନେବାପରେ ବି ସେଲିବ୍ରେଶନ୍‌ କଲେ ନାହିଁ ବୁମ୍‌ରା: ଜାଣନ୍ତୁ କାହିଁକି

ଲର୍ଡସ,୧୨।୭: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଜସପ୍ରିତ ବୁମରା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ଚମତ୍କାର ବୋଲିଂ କରିଥିଲେ ଏବଂ ୫ ଜଣ ଇଂଲଣ୍ଡ ବ୍ୟାଟସମ୍ୟାନଙ୍କୁ ପ୍ୟାଭିଲିୟନ ପଠାଇଥିଲେ। ଏହା ସହିତ ସେ ପୂର୍ବତନ ଭାରତୀୟ...

ଲାଇଭ୍‌ ମ୍ୟାଚ୍‌ରେ ହଠାତ୍‌ ବୁମରାଙ୍କ ଉପରେ ହେଲା ଆକ୍ରମଣ: ବନ୍ଦ ହୋଇଗଲା ମ୍ୟାଚ୍‌

ଲର୍ଡସ,୧୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଜୁଲାଇ ୧୦ ତାରିଖରେ ଲର୍ଡସରେ ଆରମ୍ଭ ହୋଇଛି। ଗତ ଦୁଇଟି ଟେଷ୍ଟ ମ୍ୟାଚ ପରି, ଏହି ମ୍ୟାଚର ପ୍ରଥମ ଦିନ ସେତେ ଆକର୍ଷଣୀୟ ନ ଥିଲା କାରଣ...

Ind vs Eng Lords Test: ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ

ଲଡ୍ସ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ରେ ଗୋଟିଏ ପରିବର୍ତ୍ତନ...

ବିଜୟ ସତ୍ତ୍ୱେ ତୃତୀୟ ଟେଷ୍ଟରୁ ବିଦା ହେବେ ଏହି ଖେଳାଳି: ଗିଲ୍‌ ଦେଲେ ସଙ୍କେତ

ବର୍ମିଂହାମ,୭।୭:ଏଜବାଷ୍ଟନରେ ବିଜୟୀ ହେବା ସତ୍ତ୍ୱେ, ଭାରତର ପ୍ଲେଇଂ ୧୧ରେ ଗୋଟିଏ ପରିବର୍ତ୍ତନ ନିଶ୍ଚିତ ହୋଇଛି। କାରଣ ଶୁବମନ ଗିଲ ନିଶ୍ଚିତ କରିଛନ୍ତି ଯେ, ଜସପ୍ରିତ ବୁମରା ଲର୍ଡସରେ ଖେଳିବେ। ବୁମରା ଦ୍ୱିତୀୟ ଟେଷ୍ଟରେ ଖେଳି ନ ଥିଲେ, ତାଙ୍କ ସ୍ଥାନରେ...

ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତକୁ ‘ଜସପ୍ରିତ ବୁମରା ଝଟକା’, ଏହି ବୋଲରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ, ୨୭ା୬: ଇଂଲଣ୍ଡ ବିପକ୍ଷ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଭାରତର ଷ୍ଟାର ଦ୍ରୁତ ବୋଲର ଜସପ୍ରିତ ବୁମରା ଏଡଜବାଷ୍ଟନରେ ଅନୁଷ୍ଠିତ ହେବାକୁ ଥିବା...

‘ଲୋକେ କହୁଥିଲେ ୮ ମାସରେ ଶେଷ ହୋଇଯିବି, ମୁଁ ୧୦ ବର୍ଷ…’,ଆଲୋଚକଙ୍କୁ କଡ଼ା ଜବାବ ଦେଲେ Jasprit Bumrah

ନୂଆଦିଲ୍ଲୀ,୨୩।୬: ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଲିଡ୍ସର ହେଡିଙ୍ଗଲିରେ ଖେଳାଯାଉଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ତୃତୀୟ ଦିନ ଖେଳ ସୁଦ୍ଧା ଦ୍ୱିତୀୟ ଇନିଂସରେ ଦୁଇ ୱିକେଟ ହରାଇ ୯୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri