Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ! ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର ହର୍ଷିତ ରାଣା ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିଥିଲେ। ଏବେ ଷ୍ଟାର ଦ୍ରୁତ ବୋଲର…