ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ ନୂଆଦିଲ୍ଲୀ,୧୧।୨: ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ ଫିଟନେସ୍ ନେଇ ଚିନ୍ତାର ସମ୍ମୁଖୀନ ହେଉଛି। କେତେକ ଆହତ ହେଉଥିବା ବେଳେ ଅନ୍ୟ…