ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି ଭଦ୍ରକରୁ ଧାମନଗର ଅନ୍ତର୍ଗତ ଷେଣ୍ଡପୁରକୁ ଅଭିନୟ ପାଇଁ ଯାଉଥିବା ସମୟରେ, ୧୬ ନମ୍ବର ଜାତୀୟ…


