ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି… ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ବୈଠକ ବସିଥିଲା। ବୈଠକରେ ଯାତ୍ରା କମିଟି…