ଯାତ୍ରାପାର୍ଟି ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅଭିନେତା କାହ୍ନା, କହିଲେ ମାଲିକ ଏବେ କଳାକାରଙ୍କୁ… ଭୁବନେଶ୍ୱର,୨୧ା୬: ଥମୁନି ଯାତ୍ରାପାର୍ଟି ମାଲିକଙ୍କ ନାଁରେ ବିବାଦ। ଏବେ ସିଂହବାହିନୀ ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଯାତ୍ରା କଳାକାର ତଥା ଭିଲିଆନ୍ କାହ୍ନା। ସେ କହିଛନ୍ତି, ସିଂହବାହିନୀ ଯାତ୍ରାପାର୍ଟି ମାଲିକ ସଞ୍ଜୀବ ପାଢ଼ୀ ମୋତେ ଜୀବନରୁ ମାରି ଦେଇଥାନ୍ତେ।...