ଖୋର୍ଦ୍ଧାରେ ଜଣ୍ଡିସ୍ ଆତଙ୍କ: ଅନୁଧ୍ୟାନ ପାଇଁ ଗଲା ଜନସ୍ବାସ୍ଥ୍ୟ ଟିମ୍ ଭୁବନେଶ୍ୱର/ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା ପରେ ଭୁବନେଶ୍ୱରରୁ ଜନସ୍ବାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍ ବିଦ୍ୟାଳୟକୁ ଯାଇଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ଥିତି...