ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ.. ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ ଫାଇନାଲ ଦେଖିବାକୁ ଯିବେ ନାହିଁ। ସେ ତାଙ୍କ ବାସଭବନରେ ବସି ମ୍ୟାଚ୍ ଉପଭୋଗ…