ଜଣ୍ଡିସ୍ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍ ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍କୋ ଟିମ୍। ୧୨ଟି ସ୍ଥାନରୁ ଜଳ ନମୁନା ସଂଗ୍ରହ କରିଛନ୍ତି। ସମସ୍ତ ନମୁନାକୁ ପରୀକ୍ଷା କରିବାକୁ ଲାବୋରେଟୋରୀକୁ...