Tag Archives: jay jagannath

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ ସମସ୍ତେ ଅପେକ୍ଷା କରି ରହିଥିଲେ ମହାପ୍ରଭୁ କାଳିଆ ସାଆନ୍ତଙ୍କୁ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି…

ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…

ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୈଫିୟତ୍‌ ତଲବ କରିଛନ୍ତି। ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ…

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ…

ନୀଳଚକ୍ରେ ହୋ ଦେଖ ଉଡୁଛି…

ନୀଳଚକ୍ର ବା ପତିତପାବନ ବାନାକୁ କେନ୍ଦ୍ରକରି ଭାବବିହ୍ବଳିତ କାବି୍ୟକ କୃତି ଉପରେ ଦୃଷ୍ଟିଦେଲେ ଜଣାଯାଏ ଆମ ସାହିତ୍ୟରେ ଅନେକ ଗୀତ/ଭଜନ ଲେଖାଯାଇଛି। ଭକ୍ତିରସରେ ଆଉଟି ହୋଇ ଭକ୍ତକବିମାନେ ନିଜ ଅନ୍ତରର ଭାବକୁ ଭାଷାରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ କରିଛନ୍ତି। କବି ଗୌରଚରଣ…

ଅପେକ୍ଷା କରିଛି ନନ୍ଦିଘୋଷ: ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ର ଏବଂ ମା’ ସୁଭଦ୍ରାଙ୍କ ପହଣ୍ଡି…

ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…

ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି। ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା ସେବକମାନେ…

କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର

ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ, ଶ୍ରୀଦେବୀ…

ଜୟ ଶ୍ରୀରାମ୍‌ରୁ ଜୟ ଜଗନ୍ନାଥ: ଅଯୋଧ୍ୟା ପରାଜୟରୁ ଓଡ଼ିଶା ବିଜୟ

ନୁଆଦିଲ୍ଲୀ,୫।୬: ଭାରତୀୟ ଜନତା ପାର୍ଟି (ଭାଜପା) ଏକାସାଙ୍ଗରେ ଅନୁଷ୍ଠିତ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ ଅଜସ୍ର ଲୋକମତ ପାଇ ଓଡ଼ିଶାରେ ଇତିହାସ ସୃଷ୍ଟି କରିଛି। ଏହା ମଧ୍ୟ ପ୍ରଥମ ଥର ପାଇଁ ନବୀନ ପଟ୍ଟନାୟକ ବିଜୁ ଜନତା ଦଳ (ବିଜେଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?