Tag Archives: jay shaha

କିଏ ହେବ ଭାରତୀୟ ଦଳର ପରବର୍ତ୍ତୀ କୋଚ୍; ଜୟ ସାହା ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୧ା୭: ଚଳିତ ମାସ ଶେଷରୁ ଶ୍ରୀଲଙ୍କାରେ ସୀମିତ ଓଭର ସିରିଜରୁ ଭାରତୀୟ କ୍ରିକେଟ୍ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ କାର୍ଯ୍ୟକାଳ ଆରମ୍ଭ ହେବ ବୋଲି ବିସିସିଆଇ ସଚିବ ଜୟ ଶାହା ସୋମବାର କହିଛନ୍ତି। କିନ୍ତୁ ବିଦାୟୀ ରାହୁଲ ଦ୍ରାବିଡଙ୍କ ବଦଳରେ କିଏ…

Video: ଭବିଷ୍ୟବାଣୀ କରିଥିଲେ ଜୟ ଶାହା, ସତ କରିଦେଲେ ରୋହିତ

ନୂଆଦିଲ୍ଲୀ,୩୦ା୬: କ୍ରିକେଟ ଜଗତରେ ଟି ୨୦ ବିଶ୍ୱକପର ନୂଆ ଚମ୍ପିୟନ ମିଳିଯାଇଛି। ଭାରତ ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଛି। ମ୍ୟାଚରେ ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନ ପରେ ସୋସିଆଲ ମିଡିଆରେ…

ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା

ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଯେ, ‘ଘରୋଇ ଟୁର୍ଣ୍ଣାମେଣ୍ଟରେ ଖେଳିବା…

ଖୁବ୍ ଶୀଘ୍ର ନୂତନ କୋଚ୍ ପାଇଁ ବିଜ୍ଞାପନ ପ୍ରକାଶ କରିବ ବିସିସିଆଇ, ସୂଚନା ଦେଲେ ଜୟ ଶାହା

ନୂଆଦିଲ୍ଲୀ,୧୦।୫: ବିସିସିଆଇ ଖୁବ ଶୀଘ୍ର ଏକ ନୂତନ କୋଚ୍ ପାଇଁ ଏକ ବିଜ୍ଞାପନ ପ୍ରକାଶ କରିବ। ବୁଧବାର ମୁମ୍ବାଇରେ ବିସିସିଆଇ ସଚିବ ଜୟ ଶାହା ଏହା ପ୍ରକାଶ କରିଛନ୍ତି। ବିସିସିଆଇ ସଚିବ କହିଛନ୍ତି, “ରାହୁଲଙ୍କ କାର୍ଯ୍ୟକାଳ ଜୁନ୍ ପର୍ଯ୍ୟନ୍ତ ରହିଛି। ତେଣୁ…

ବିସିସିଆଇ କଣ୍ଟ୍ରାକ୍ଟ ହରାଇବା ପରେ ପ୍ରଥମ ଥର ମୁହଁ ଖୋଲିଲେ ଇଶାନ

ନୂଆଦିଲ୍ଲୀ,୧୨।୪: ଗୁରୁବାର ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) କୁ ପରାଜୟ କରିଛି। ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ଇଶାନ୍ କିଶନ ଭଲ ଫର୍ମରେ ଏହି ମ୍ୟାଚରେ ଦେଖା ଯାଉଥିଲେ। ଇଶାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri