jay shree ram

ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିରେ ରବିବାର ଶ୍ରୀରାମ ନବମୀ ପାଳିତ ହୋଇଯାଇଛି। ଏହି ଅବସରରେ ଶିବମନ୍ଦିର ପ୍ରାଙ୍ଗଣରେ ଏକତ୍ରିତ ହୋଇ ପ୍ରଥମେ ପୂଜାର୍ଚ୍ଚନା ସହ ସାମୁହିକ ହନୁମାନ ଚାଳିଶା…

8 months ago