ଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି। କୋର୍ଟଙ୍କ…