କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ ଦର୍ଶାଇଛନ୍ତି । ଦଳକୁ…