World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ… ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା, ସେତେବେଳେ ମାଇକ୍ରୋସଫ୍ଟର ସତ୍ୟ ନାଡେଲା ଏବଂ ଗୁଗୁଲର ସୁନ୍ଦର ପିଚାଇଙ୍କ ନାମ ଶୀର୍ଷରେ...