ବାଇକ୍ଆରୋହୀଙ୍କ ଉପରେ ଚଢ଼ିଗଲା ଜେସିବି, ଚାଲିଗଲା ଜୀବନ
ଧର୍ମଶାଳା,୨୭ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କରଜଙ୍ଗା ନିକଟରେ ଗୁରୁବାର ଜେସିବି ଧକ୍କାରେ ଜଣେ ବାଇକ୍ଆରୋହୀଙ୍କ ଜୀବନ ଚାଲିଯାଇଛି। ମିଳିଥିବା ସୂଚନାନୁସାରେ, ଏକ ଜେସିବି କାମ କରୁଥିବା ସମୟରେ ରାସ୍ତାରେ ଯାଉଥିବା ବାଇକ୍ଆରୋହୀଙ୍କୁ ଧକ୍କା ଦେଇ ଚଢ଼ି...


