ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ ବ୍ୟକ୍ତିଗତ ଫୋନ କଲ ଦୁଇ ରାଷ୍ଟ୍ର ମଧ୍ୟରେ ଥିବା ମତଭେଦକୁ ପ୍ରକାଶ କରିଛି।…